ଜାରି ହେଲା ଟେଲିଫୋନ ନମ୍ବର, ଚଢା ଦରରେ ବିକ୍ରି ହେଉଥିଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି ଯୋଗୁଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଟେଲିଫୋନ ନମ୍ବର ଜାରି କରାଯାଇଛି ।…