Latest Odisha News

BREAKING NEWS

Yearly Archives

2024

ରାଜ୍ୟରେ କ୍ରୀଡାର ବିକାଶ ପାଇଁ କ୍ରୀଡାନୀତି ପ୍ରସ୍ତୁତ ହେବାର ଆବଶ୍ୟକତା ରହିଛି: କ୍ରୀଡାମନ୍ତ୍ରୀ

ଭୁବନେଶ୍ୱର: କ୍ରୀଡା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ଆଜି କଳିଙ୍ଗ ଷ୍ଟାଡିୟମ୍ ସ୍ଥିତ ଟେନିସ୍‌ ସେଣ୍ଟର ଅଡ଼ିଟୋରିୟମ୍ ଠାରେ ଓଡ଼ିଶା କ୍ରୀଡାନୀତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି…

ବାତ୍ୟା ‘ଦାନା’: ୯ ମନ୍ତ୍ରୀଙ୍କୁ ଏହି ସବୁ ଜିଲ୍ଲାକୁ ତଦାରଖ ପାଇଁ ଦାୟିତ୍ୱ

ଭୁବନେଶ୍ୱର: ବାତ୍ୟା ‘ଦାନା’ କୁ ନେଇ ରାଜ୍ୟ ସରକାର ‘ଜିରୋ କାଜିଆଲିଟି’ ଉପରେ ଗୁରୁତ୍ୱ ଦେଇଛନ୍ତି । ୯ଜଣ ମନ୍ତ୍ରୀଙ୍କୁ ବିଭିନ୍ନ ଜିଲ୍ଲାର ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ଆଦିର ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଜଗତସିଂହପୁର ଜିଲ୍ଲା…

‘ଦାନା’ ଭୟ: ଏହି ସବୁ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ଐତିହ୍ୟ ସ୍ଥଳୀ

ପୁରୀ: ଆସୁଥିବା ବାତ୍ୟା ପ୍ରଭାବରେ ଓଡ଼ିଶାର ୧୪ଟି ଜିଲ୍ଲାରେ ବହୁ ପ୍ରଭାବ ପଡିବ । ଏହା ସହ ତିନି ଦିନ ଧରି ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ପ୍ରବଳ ବେଗରେ ପବନ ମଧ୍ୟ ଜୋରରେ ବହିବ । ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ବଡ ଘୋଷଣା କରାଯାଇଛି…

ବାତ୍ୟା ମୁକାବିଲା: ଏସ୍‌ପିଙ୍କ ସହ କଥା ହେଲେ ଡିଜିପି

ଭୁବନେଶ୍ବର: ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ଉପଯୁକ୍ତ ମୁକାବିଲା ଓ ପରବର୍ତ୍ତୀ ପୁନଃରୁଦ୍ଧାର କାର୍ଯ୍ୟ ପନ୍ଥାକୁ ଦୃଷ୍ଟିରେ ରଖି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ଏକ…

୨ଦିନ ବଢ଼ିଲା ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀମାନଙ୍କ ପାଇଁ ବାର୍ଷିକ ଅତିରିକ୍ତ ସାମୟିକ ଛୁଟି ୨ ଦିନ ବଢିଛି।। ପୂର୍ବରୁ ଥିବା ୧୦ ଦିନକୁ  ୧୨ଦିନ କରିଛନ୍ତି ମୋହନ ସରକାର । ଅତିରିକ୍ତ ସାମୟିକ ଛୁଟି ବଢାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବ ସରକାର…

୨୪ ଘଣ୍ଟା ଭିତରେ କଟକ ସହରରୁ ଏହି ସବୁ ହଠାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ସମୁଦ୍ର ଭିତରେ ବଳ ଗୋଟାଇ ପ୍ରବଳ ବେଗରେ ଉପକୂଳ ଆଡକୁ ମାଡି ଆସୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’ । ବାତ୍ୟା ଦାନାକୁ ଦୃଷ୍ଟିରେ ରଖି କଟକ ସହରରୁ ହୋଡିଂ ଓ ବାଉଁଶ ଗେଟ ୨୪ ଘଣ୍ଟା ଭିତରେ ହଟାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । କଟକ ଡିସିପି, ଜିଲ୍ଲାପାଳ ଓ ସିଏମସି କମିଶନରଙ୍କୁ…

ନଭେମ୍ୱର ୧୫ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର :  ନଭେମ୍ୱର ୧୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ରାଜ୍ୟରେ ଅନେକ ଗୁଡ଼ିଏ ଯୋଜନାର  ଉନ୍ମୋଚନ କରିବା ନେଇ ସୂଚନା ମିଳିଛି। ସୂତ୍ର ଅନୁସାରେ, ପ୍ରଧାନମନ୍ତ୍ରୀ ମୋଦୀ ଝାରସୁଗୁଡ଼ା ବିମାନ ବନ୍ଦରରେ ଏକ ସ୍ୱତନ୍ତ୍ର…

ଆଶ୍ରୟସ୍ଥଳୀ ସଂପୂର୍ଣ୍ଣ ପ୍ରସ୍ତୁତ, ପ୍ରଥମେ ୧୦ ଲକ୍ଷ ଲୋକ ହେବେ ସ୍ଥାନାନ୍ତର

ଭୁବନେଶ୍ବର : ଆତଙ୍କ ସୃଷ୍ଟି କରିଛି ସମ୍ଭାବ୍ୟ ବାତ୍ୟା ‘ଦାନା’।  ଧୀରେ ଧୀରେ ସ୍ଥଳ ଭାଗକୁ ମାଡ଼ି ଆସୁଛି । ବୁଧବାର ବାତ୍ୟା ରୂପ ନେଇ ଏହା ସ୍ଥଳ ଭାଗ ଛୁଇଁବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏହାରି ମଧ୍ୟରେ ଘୂର୍ଣ୍ଣିଝଡ଼ ଗଭୀର ଅବପାତର ରୂପ ମଧ୍ୟ ନେଇ ସାରିଲାଣି । ସେପଟେ…

ବାତ୍ୟା ମୁକାବିଲା ପାଇଁ ୧୧ ବରିଷ୍ଠ ଅଫିସରଙ୍କୁ ୩୦ ଜିଲ୍ଲା ଦାୟିତ୍ୱ

ଭୁବନେଶ୍ବର: ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି । ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ବିଭାଗୀୟ ୧୧ଜଣ ବରିଷ୍ଠ ଅଫିସରଙ୍କୁ ବିଭିନ୍ନ ଜିଲ୍ଲା ଦାୟିତ୍ୱ ଦେଇଛନ୍ତି। ଏହାସହ ସମସ୍ତ ମହାନଗର ନିଗମ ଓ…

ବାତ୍ୟା ମୁକାବିଲା : ଭଟିଣ୍ଡାରୁ ଓଡ଼ିଶା ଆସୁଛନ୍ତି ୫ଟି ଏନଡିଆରଏଫ ଟିମ୍

ଭୁବନେଶ୍ବର: ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି। ଅନ୍ୟପକ୍ଷରେ ରାଜ୍ୟ ସରକାର ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ…