Latest Odisha News

BREAKING NEWS

Yearly Archives

2024

ସମୟ ପୂର୍ବରୁ ନିର୍ବାଚନ କରାଯିବା ବିଜେପିର ଷଡଯନ୍ତ୍ର !

ରାଞ୍ଚି: ଝଡଖଣ୍ଡରେ ରାଜନୈତିକ ହଟଚମଟ ଦେଖିବାକୁ ମିଳିଛି। ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ବିଧାୟକ ତଥା ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ ସୋମବାର ଏକ ବଡ ଅଭିଯୋଗ କରିଛନ୍ତି।  ରାଜ୍ୟରେ ବିଧାନସଭା ନିର୍ବାଚନ ସମୟ ପୂର୍ବରୁ କରାଯିବା ବିଜେପିର  ଷଡଯନ୍ତ୍ରବୋଲି…

ଆଇନଜୀବୀଙ୍କୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ : ଭାରତ ଧର୍ମନିରପେକ୍ଷ ହେଉ ଆପଣ ଚାହୁଁ ନାହାନ୍ତି କି ?

ନୂଆଦିଲ୍ଲୀ:  ସମ୍ବିଧାନର ପ୍ରସ୍ତାବନାରୁ ସମାଜବାଦ ତଥା ଧର୍ମନିରପେକ୍ଷ ଭଳି ଶବ୍ଦ ହଟାଇବାକୁ ନେଇ ହୋଇଥିବା ପିଟିସନ୍ ଉପରେ ସୁପ୍ରିମକୋର୍ଟରେ ସୋମବାର ଶୁଣାଣି ହୋଇଥିଲା। ଏହି ଦୁଇଟି ଶବ୍ଦ ସମ୍ବିଧାନର ଗଠନର ଏକ ମୌଳିକ ଅଂଶ ବୋଲି ଶୁଣାଣି ସମୟରେ କୋର୍ଟ କହିଛନ୍ତି। ଜଷ୍ଟିସ ସଞ୍ଜୀବ ଖାନ୍ନା…

ମହାରାଷ୍ଟ୍ରରେ ଯୋଗେନ୍ଦ୍ର ଯାଦବଙ୍କ ସଭାରେ ଭିବିଏର ବିଶୃଙ୍ଖଳା

ମୁମ୍ବାଇ: ସ୍ୱରାଜ ଇଣ୍ଡିଆ ପାର୍ଟିର ପ୍ରତିଷ୍ଠାତା ଯୋଗେନ୍ଦ୍ର ଯାଦବଙ୍କ ଏକ ରାଜନୈତିକ ରାଲିରେ ଗଣ୍ଡଗୋଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହା ଫଳରେ ସେ ଅଧରୁ ବନ୍ଦ କରିଦେଇଥିଲେ ତାଙ୍କ ସଭା। ମହାରାଷ୍ଟ୍ରର ଅକୋଲାରେ ଆୟୋଜିତ ଏହି ସଭାରେ ଏହିପରି ଘଟଣା ଦେଖିବାକୁ ମିଳିଛି। ସୂଚନା…

କୋଲକାତା ରେପ୍ ମର୍ଡର କେସ୍ : ଶେଷ ହେଲା ଜୁନିଅର ଡାକ୍ତରଙ୍କ ହରତାଳ

କୋଲକାତା : କୋଲକାତାରେ ରେପ ଓ ମର୍ଡର ବିରୋଧରେ ଚାଲିଥିବା ଆମରଣ ଅନଶନ ବନ୍ଦ ହୋଇଛି। ଜୁନିଅର ଡାକ୍ତର ମାନଙ୍କ ଦ୍ୱାରା ଚାଲିଥିବା ଏହି ଆନ୍ଦୋଳନ ୧୭ ଦିନପରେ ଶେଷ ହୋଇଛି। ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହେବା ପରେ ଏପରି ହୋଇଛି। କୋଲକତା ରେପ ମର୍ଡର କେସରେ…

ବାତ୍ୟା ‘ଦାନା’କୁ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଓ ବାତ୍ୟା ପରବର୍ତ୍ତୀ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟ ପ୍ରଶାସନଙ୍କୁ ବାତ୍ୟା, ବନ୍ୟା ଓ ବିପର୍ଯ୍ୟୟ ପାଇଁ ସମ୍ପୂର୍ଣ…

ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ବାତିଲ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି । ଆସନ୍ତା ୨୩ରୁ ୨୫ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ହେଲେ ଏହି ସମୟରେ ପ୍ରଶାସନିକସ୍ତରରେ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରଖି ରାଷ୍ଟ୍ରପତିଙ୍କ ଗସ୍ତ…

ସମ୍ଭାବ୍ୟ ବାତ୍ୟାକୁ ନେଇ ୧୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ୧୪ଟି ଜିଲ୍ଲା ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଆସନ୍ତା ୨୩ରୁ ୨୫ ତାରିଖ ଯାଏଁ ବନ୍ଦ ରହିବ ସ୍କୁଲ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଛନ୍ତି । ଏହି ୧୪ଟି ଜିଲ୍ଲା…

ଇସ୍ରାଏଲରେ ସ୍ଥାପିତ ହେଲା ଥାଡ ପ୍ରଣାଳୀ

ତେଲ ଅଭୀବ: ଇସ୍ରାଏଲରେ ଆମେରିକାର ଅତ୍ୟାଧୂନିକ ଥାଡ ପ୍ରଣାଳୀ ସ୍ଥାପିତ କରାଯାଇଛି । ଏହା ଫଳରେ ଇରାନ ଓ ଇସ୍ରାଏଲ ଏକ ବଡ ଯୁଦ୍ଧ ଆଡେ ମୁହାଁଇଥିବା ଆଶଙ୍କା ବ୍ୟକ୍ତ କରାଯାଇଛି । ଆମେରିକାର ରକ୍ଷା ମନ୍ତ୍ରୀ ଲୟଡ ଅଷ୍ଟିନ ସୋମବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଟର୍ମିନାଲ ହାଇ ଅଲଟିଚ୍ୟୁଡ…

୨୩ ପୂର୍ବରୁ ଶ୍ରଦ୍ଧାଳୁଙ୍କୁ ପୁରୀ ଛାଡି ଯିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ପୁରୀ: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ପୁରୀ ଛାଡ଼ିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତାକାଲି ସୁଦ୍ଧା ପୁରୀ ଛାଡ଼ି ନିଜ ନିଜ ଘରକୁ ଫେରି ଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହିତ ଆସନ୍ତାକାଲିଠୁ ଯେଭଳି କୌଣସି ପର୍ଯ୍ୟଟକ…

‘ଦାନା’କୁ ନେଇ ଆତଙ୍କିତ ନ ହୋଇ ମୁକାବିଲା କରନ୍ତୁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବିପର୍ଯ୍ୟୟ ପ୍ରସ୍ତୁତି ବୈଠକ  ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ସିଂହଦେଓ ସମସ୍ତ ଅଧିକାରୀଙ୍କୁ ଆତଙ୍କିତ ନ ହୋଇ ସତର୍କ ତଥା…