Latest Odisha News

BREAKING NEWS

Yearly Archives

2024

କିଭଳି ହେଲା ବାତ୍ୟା ‘ଦାନା’ର ନାମକରଣ?

ଭୁବନେଶ୍ବର: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହା ଉତ୍ତର ପଶ୍ଚିମ ଦିଗକୁ କ୍ରମଶଃ ଗତି କରି ଆସନ୍ତା ବୁଧବାର ୨୩ ତାରିଖ ସୁଦ୍ଧା ଅବପାତ ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୁର୍ବାନୁମାନ କରିଛି ।…

ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ରୂପେ ପ୍ରସ୍ତୁତ ଅଛନ୍ତି: ଏସଆରସି

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ଦାନାକୁ ନେଇ ସମସ୍ତେ ଆତଙ୍କିତ।  ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ପରିଣତ ହେବ ଓ ପରବର୍ତ୍ତି ସମୟରେ ଏହା ବାତ୍ୟାର ରୂପ ନେଇପାରେ। ରାଜ୍ୟ ସରକାର ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିଛନ୍ତି ବୋଲି କହିଛନ୍ତି ସ୍ବତନ୍ତ୍ର ରିଲିଫ କମିସନର ଦେଓ ରଂଜନ…

ଲିଭଇନ୍ ହେଲା କାଳ, ଝୁଲନ୍ତା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର: ଗୋଷାଣି ନୂଆଗାଁ ଥାନା ଅଧୀନ ଲାଞ୍ଜିପଲି ଚାଞ୍ଚଡ଼ାପଡିଆ ସାହିରେ ଚାଞ୍ଚଲ୍ୟ । ଭଡାଘରେ ଲିଭଇନ୍ ରେ ରହୁଥିବା ଯୁବତୀଙ୍କ ମୃତଦେହ ଉଦ୍ଧାର । ମୃତକ ହେଲେ ପିଙ୍କି ମଲିକ(୨୩) । ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି ପୋଲିସ । ଖବର ମୁତାବକ, ଚାଞ୍ଚଡ଼ାପଡ଼ିଆ ସାହିରେ ପିଙ୍କି…

ବାକି ୨ଟି ଟେଷ୍ଟ ପାଇଁ ଭାରତୀୟ ଦଳ ଘୋଷଣା, ସାମିଲ ହେଲେ ଏହି ଷ୍ଟାର ଅଲରାଉଣ୍ଡର

ବେଙ୍ଗାଲୁର: ପ୍ରଥମ ଟେଷ୍ଟରେ ନ୍ୟୁଜିଲାଣ୍ଡ ନିକଟରୁ ପରାଜିତ ହେବା ପରେ ଟିମ ଇଣ୍ଡିଆ ବାକି ୨ଟି ଟେଷ୍ଟ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ରବିବାର ବିସିସିଆଇ ଏହି ୨ଟି ମ୍ୟାଚ ପାଇଁ ଦଳ ଘୋଷଣା କରିଛି । ଚୂଡାନ୍ତ ଦଳୋ ବିଶେଷ ପରିବର୍ତନ ହୋଇ ନ ଥିଲେ ମଧ୍ୟ ଷ୍ଟାର ଅଲରାଉଣ୍ଡର ୱାଶିଂଟନ…

ରେକର୍ଡ; କିସ୍‍ର ୧୫ ଛାତ୍ରଛାତ୍ରୀ ଓସିଏସ୍‍ ପାଇଲେ

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍‍ ସର୍ଭିସ୍‍ ପରୀକ୍ଷା (ଓସିଏସ୍‍)ରେ କିସ୍‍ର ୧୫ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। କୌଣସି ଗୋଟିଏ ଜନଜାତି ଶିକ୍ଷାନୁଷ୍ଠାନର ଏତେ ସଂଖ୍ୟକ ଛାତ୍ରଛାତ୍ରୀ ଓସିଏସ୍‍ ପାଇବା ଓଡ଼ିଶାରେ ରେକର୍ଡ ବୋଲି…

ବିକଶିତ ହେବ ଜାତୀୟ ଜଳମାର୍ଗ-୫

ଭୁବନେଶ୍ୱର : ଜାତୀୟ ଜଳମାର୍ଗ-୫ ତାଳଚେରରୁ ପାରାଦୀପ ଏବଂ ଧାମରା ଷ୍ଟ୍ରେଚ୍ ଆଗକୁ ବଢିବାକୁ ଯାଉଛି। ସେହିପରି ଖୁବ୍ ଶୀଘ୍ର ଏହା କାର୍ଯ୍ୟକାରୀ ହେବ ବୋଲି ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀ କହିଛନ୍ତି। ଉପକୂଳ ଏବଂ ଆଭ୍ୟନ୍ତରୀଣ ଜଳ ପରିବହନ ଉପରେ ଦୁଇ ଦିନିଆ…

ରଣଜୀ ଟ୍ରଫି: ଓଡିଶା ବିପକ୍ଷରେ ଜମ୍ମୁ ଏବଂ କଶ୍ମୀର ୧୯୩ ରନରେ ଅଗ୍ରଣୀ

କଟକ: ଚଳିତ ରଣଜୀ ଟ୍ରଫି ଏଲିଟ ଗ୍ରୁପ ଏ ମୁକାବିଲାରେ ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ଓଡିଶା ବିପକ୍ଷରେ ଜମ୍ମୁ ଏବଂ କଶ୍ମୀର ୧୯୩ ରନର ଅଗ୍ରଣୀ ହାସଲ କରିଛି । ଷ୍ଟମ୍ପସ ଅପସାରଣ ବେଳକୁ ଜମ୍ମୁ ଏବଂ କଶ୍ମୀର ୪ ୱିକେଟ ହରାଇ ୧୯୫ ରନ ସଂଗ୍ରହ କରି ନେଇଛି । ଅବଦୁଲ ସମଦ ୭୦ ଓ ସାହିଲ ଲୋତ୍ରା ୨୧…

ପୁରୀରେ ହବିଷ୍ୟାଳୀ ମା’ଙ୍କୁ ଭେଟି ବ୍ରତ ସରଞ୍ଜାମ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି ମହାପ୍ରସାଦ ଆଦି ରହିଛି। ପ୍ରାୟ ୩୦୦୦ ହବିଷ୍ୟାଳୀ ମା’ଙ୍କ…

ଆଶ୍ଚର୍ଯ୍ୟ: ୧୨ ବର୍ଷ ପରେ ମହିଳାଙ୍କ ପେଟରୁ ବାହାରିଲା କଇଁଚି

ଗ୍ୟାଙ୍ଗଟୋକ: ଡାକ୍ତରଙ୍କ ଅବହେଳା । ପେଟରେ ରହିଗଲା କଇଁଚି । ୧୨ ବର୍ଷପରେ ଅପରେସନ କରିବାରୁ ପେଟରେ କଇଁଚି ଥିବା ଜଣାପଡିଲା । ସିକ୍କିମରୁ ସାମ୍ନାକୁ ଆସିଛି ଏପରି ଏକ ଘଟଣା । ଜଣେ ମହିଳାଙ୍କ ପେଟ ଅପରେସନ୍ ହେବା ପରେ ପେଟରୁ କଇଁଚି ବାହାରିଥିବା ଦେଖିବାକୁ ମିଳିଛି । ଅଭିଯୋଗ ଅନୁସାରେ…

ଏହି ୫ଟି କାରଣ ଯୋଗୁ ହାରିଲା ଟିମ ଇଣ୍ଡିଆ

ବେଙ୍ଗାଲୁର: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଭାରତ ୮ ୱିକେଟରେ ନ୍ୟୁଜିଲାଣ୍ଡ ନିକଟରେ ପରାଜିତ ହୋଇଛି । ଏହି ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରି ୪୬ ରନରେ ଅଲଆଉଟ ହୋଇ ଯାଇଥିଲା । ଜବାବରେ ନ୍ୟୁଜିଲାଣ୍ଡ ୪୦୨ ରନ କରିଥିଲା । ଭାରତ ଦ୍ୱିତୀୟ ଇନିଂସରେ ୪୬୨ ରନ କରି…