Latest Odisha News

BREAKING NEWS

Yearly Archives

2024

“ନୋ କ୍ଲିନ୍ ସେଭ୍, ନୋ ଲଭ୍” ନାରାରେ ରାସ୍ତାକୁ ଓହ୍ଲାଇଲେ ମହିଳା, ସମସ୍ତେ ତାଜୁବ୍…

ଭୋପାଳ: ବର୍ତ୍ତମାନ ଦୁନିଆରେ ବିଭିନ୍ନ ପ୍ରସଙ୍ଗ ନେଇ ଲୋକ ପ୍ରତିବାଦ କରି ରାସ୍ତାକୁ ଓହ୍ଲାଉଛନ୍ତି । କିଏ ନ୍ୟାୟ ଦାବିରେ ତ ଆଉ କିଏ ସମାଜରେ କିଛି ଧାରାରେ ପରିବର୍ତ୍ତନ ଆଣିବାରେ । କିନ୍ତୁ ଏବେ ଏମିତି ଏକ ପ୍ରତିବାଦ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯାହା ସମସ୍ତଙ୍କୁ ତାଜୁବ୍ କରିଛି ।…

ରଣଜୀ ଟ୍ରଫି: ଗୋବିନ୍ଦଙ୍କ ଶତକ, ଓଡିଶାକୁ ପ୍ରଥମ ଇନିଂସ ଅଗ୍ରଣୀ

କଟକ: ଚଳିତ ରଣଜୀ ଟ୍ରଫି ଏଲିଟ ଗ୍ରୁପ ଏ ମୁକାବିଲାରେ ଅଧିନାୟକ ଗୋବିନ୍ଦ ପୋଦ୍ଦାରଙ୍କ ଶତକ ବଳରେ ଜମ୍ମୁ ଏବଂ କଶ୍ମୀର ବିପକ୍ଷରେ ଓଡିଶା ପ୍ରଥମ ଇନିଂସରେ ୨ରନର ଅଗ୍ରଣୀ ହାସଲ କରିଛି । ଜମ୍ମୁ ଏବଂ କଶ୍ମୀର ପ୍ରଥମେ ବ୍ୟାଟିଂ କରି ଅବଦୁଲ ସମଦଙ୍କ ୧୨୭ ରନ ସହାୟତାରେ ୨୭୦ ରନ ସଂଗ୍ରହ କରିଥିଲେ ।…

ଦାନା ବାନ୍ଧୁଛି ବାତ୍ୟା ‘ଦାନା’, ୧୦୦ରୁ ୧୨୦ କିମି ଛୁଇଁବ ପବନ ବେଗ

ଭୁବନେଶ୍ବର: ଆସୁଛି ବାତ୍ୟା । ଆସନ୍ତା ୨୨ ତାରିଖରେ ଅବପାତର ରୂପ ନେଲା ପରେ ୨୩ରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ଏହାପରେ ତା ପରଦିନ ଅର୍ଥାତ୍ ୨୪ ତାରିଖ ସକାଳେ ଓଡିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ । ତେବେ ଏହାରି ଭିତରେ ବାତ୍ୟାର ରୂପ ନେବାକୁ ବଳ ଗୋଟାଉଥିବା…

୩୬ ବର୍ଷ ପରେ ଘରୋଇ ମାଟିରେ ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ

ବେଙ୍ଗାଲୁର: ଏଠାରେ ଅନୁଷ୍ଠିତ ପ୍ରଥମ କ୍ରିକେଟ ଟେଷ୍ଟରେ ନ୍ୟୁଜିଲାଣ୍ଡ ୮ ୱିକେଟରେ ଭାରତକୁ ପରାସ୍ତ କରିଛି । ଭ୍ରମଣକାରୀ ଦଳ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ର ଗୁରୁତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଛି । ୩୬ ବର୍ଷ ପରେ ଘରୋଇ ମାଟିରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡଠାରୁ ପରାଜିତ ହୋଇଛି ।…

୨୩ରେ ବାତ୍ୟା….ସତର୍କ କରାଇଲେ ଏସଆରସି

ଭୁବନେଶ୍ବର: ୨୩ରେ ବାତ୍ୟା ସମ୍ଭାବନା, ୨୪ରେ ଓଡିଶା ଛୁଇଁବ । ଆସନ୍ତା ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ଏନେଇ ନିଜ ଏକ୍ସ ହ୍ୟାଣ୍ଡେଲରେ ଅବଗତ କରାଇଛନ୍ତି ଭାରତୀୟ ପାଣିପାଗ ବିଭାଗ ଏସଆରସି । ଆସନ୍ତା ୨୩ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟ…

କେମିତି କାମ କରୁଛନ୍ତି ଅଧିକାରୀ, ମାର୍କ ଦେବେ ଜନତା

ଭୁବନେଶ୍ବର: କେମିତି କାମ କରୁଛନ୍ତି ସରକାରୀ ଅଧିକାରୀ । ରାଜସ୍ବ ବିଭାଗରେ କାର୍ଯ୍ୟ କରୁଥିବା ଅଧିକାରୀମାନଙ୍କର କାର୍ଯ୍ୟ ଦକ୍ଷତାର ପ୍ରମାଣପତ୍ର ଦେବେ ସାଧାରଣ ଜନତା । ଏମିତି କିଛି ବଡ ଘୋଷଣା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଝାରସୁଗୁଡାରେ ଜନଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ…

ଦିଲ୍ଲୀରେ ଭୟଙ୍କର ବିସ୍ଫୋରଣ, ଅଳ୍ପକେ ବଞ୍ଚିଲା ଜୀବନ

ନୂଆଦିଲ୍ଲୀ: ଦିଲ୍ଲୀରେ ଭୟଙ୍କର ବିସ୍ଫୋରଣ । ଆଜି ସକାଳୁ ସକାଳୁ ରାଜଧାନୀ ଦିଲ୍ଲୀର ରୋହିଣୀ ଅଞ୍ଚଳ ସ୍ଥିତ ପ୍ରଶାନ୍ତ ବିହାର ଅଞ୍ଚଳରେ ଥିବା ସିଆରପିଏଫ ସ୍କୁଲ କ୍ୟାମ୍ପସ ବାହାରେ ଏକ ଭୟଙ୍କର ବିସ୍ଫୋରଣ ହୋଇଛି । ଫଳରେ କିଛି ସମୟ ପାଇଁ ଧୂଆଁମୟ ହୋଇଯାଇଥିଲା ପରିବେଶ । ତେବେ ବିସ୍ଫୋରଣ…

ଆସୁଛି ବଡ଼ ବର୍ଷା, ବଢୁଛି ବାତ୍ୟା ଆଶଙ୍କା

ଭୁବନେଶ୍ଵର: ଆସୁଛି ବଡ଼ ବର୍ଷା । ବେଳକୁ ବେଳ ବଢୁଛି ବାତ୍ୟା ଆଶଙ୍କା । ଗତକାଲି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବ । ଫଳରେ ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି…

ଶିମିଳିପାଳକୁ ଆସିବେ ଆଉ ଦୁଇଟି ମହାବଳ ବାଘ

ବାରିପଦା: ଶିମିଳିପାଳକୁ ଆସିବେ ନୂଆ ଅତିଥି । ଆସନ୍ତା ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରୁ ଶିମିଳିପାଳକୁ ଦୁଇଟି ମହାବଳ ବାଘ ଆସିବା ନେଇ ସୂଚନା ମିଳିଛି । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଶିମିଳିପାଳର ସ୍ୱତନ୍ତ୍ର ଟିମ୍‌ ମହାରାଷ୍ଟ୍ର ଯାଇଥିବା ନେଇ ସୂଚନା ମିଳିଛି । ସୂଚନା ଅନୁସାରେ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୨ ମୃତ

ଜୟପୁର: ସକାଳୁ ସକାଳୁ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଟୋକୁ ପିଟିଦେଲା ବସ୍‌ । ଚାଲିଗଲା ୧୨ ଜଣଙ୍କ ଜୀବନ । ରାଜସ୍ଥାନର ଧୌଲପୁରରେ ଘଟିଛି ଏହି ଦୁର୍ଘଟଣା । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି ପୋଲିସ । ସମସ୍ତ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି…