ଡ୍ରାଇଭିଂ ଟେଷ୍ଟିଂ ବେଳେ ଆଉ ହେବନି ପକ୍ଷପାତ…
ଭୁବନେଶ୍ବର: ଏଣିକି ଡ୍ରାଇଭିଂ ଟେଷ୍ଟିଂ ବେଳେ ଜଗିବ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) । ଗତବର୍ଷ ୬ଟି ସ୍ଥାନରେ ପରୀକ୍ଷାମୂଳକ ଭାବେ ଏହି ବ୍ୟବସ୍ଥାର ପ୍ରୟୋଗ କରାଯାଇଥିଲା ଯାହା ସଫଳ ହୋଇଛି । ଏହା ପରେ ଏବେ ପ୍ରାଥମିକ ପର୍ଯ୍ୟାୟରେ ୧୯ଟି ସ୍ଥାନରେ ଏଆଇ ଟେଷ୍ଟିଂ କରାଯିବା ପାଇଁ…