ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ, ନଚେତ୍ କାର୍ଯ୍ୟାନୁଷ୍ଠାନ
ପୁରୀ: ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ। ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ। ଏନେଇ ନିଷ୍ପତ୍ତି ହୋଇଥିବା ବେଳେ ଓମଫେଡ୍ କୁ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିବା ସୂଚନା ମିଳିଛି। ଅନ୍ୟ ଘିଅ ବ୍ୟବହାର କରାଗଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଏଭଳି…