Latest Odisha News

BREAKING NEWS

Yearly Archives

2024

ଅକ୍ଟୋବର ୧୮ରୁ ଏହି ସ୍ଥାନରେ ହେବ ଅଗ୍ନିପଥ ନିଯୁକ୍ତି ରାଲି

ପୁରୀ: ଅକ୍ଟୋବର ୧୮ରୁ ୨୬ ପର୍ଯ୍ୟନ୍ତ ପୁରୀରେ ଭାରତୀୟ ସୈନ୍ୟବାହିନୀ ପକ୍ଷରୁ ଅଗ୍ନିପଥ ଯୋଜନା ଅଧୀନରେ ନିଯୁକ୍ତି ରାଲି କରାଯିବ। ବିଜ୍ଞପ୍ତି ଅନୁଯାୟୀ, ଏହି ନିଯୁକ୍ତି ରାଲି ତାଳବଣିଆର ଜିଲ୍ଲା କ୍ରୀଡା କମ୍ପ୍ଲେକ୍ସ ଏବଂ ସହରର ଇନଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବ। ସାଧାରଣ ପ୍ରବେଶିକା…

ଆହୁରି ଶକ୍ତିଶାଳୀ ହେବ ବାୟୁସେନା, ଆମେରିକାଠୁ କିଣିବ ପ୍ରିଡେଟର ଡ୍ରୋନ

ନୂଆଦିଲ୍ଲୀ: ଆଫଗାନିସ୍ତାନରେ ଅଲ କାଏଦାକୁ ସଫା କରିବାରେ ପ୍ରିଡେଟର ଡ୍ରୋନ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା। ହଜାରେ କିଲୋମିଟର ଦୂରରେ ବସି ଯେକୌଣସି ଲକ୍ଷ୍ୟ ଉପରେ ନଜର ରଖାଯାଇ ସଠିକ୍ ଟାର୍ଗେଟ କରାଯାଉଥିଲା। ଏବେ ଭାରତୀୟ ସେନା ମଧ୍ୟ ଏଭଳି କରିପାରିବ। ଚୀନ୍ ସୀମା ହେଉ କିମ୍ବା…

ଓପିଏସସି ପକ୍ଷରୁ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ବର: ଓଡିଶା ଲୋକସେବା ଆୟୋଗ (ଓପିଏସସି) ୨୦୨୩ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା କରିଛି । ଅକ୍ଟୋବର ୨୭ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା ଆରମ୍ଭ ହେବ । ପାଞ୍ଚଟି ଜୋନ୍ ଯଥା, ଭୁବନେଶ୍ୱର, କଟକ, ବାଲେଶ୍ୱର, ବ୍ରହ୍ମପୁର ଏବଂ ସମ୍ବଲପୁରରେ କରାଯିବ । ଓପିଏସସିର…

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ, କାନାଡାରେ ଅବତରଣ

ନୂଆଦିଲ୍ଲୀ: ନୂଆଦିଲ୍ଲୀରୁ ଚିକାଗୋ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆର ବିମାନରେ ବୋମା ବିସ୍ଫୋରଣ ଗୁଜବ ପରେ ବିମାନକୁ କାନାଡାରେ ଲ୍ୟାଣ୍ଡିଂ କରିଥିଲା। ବିମାନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଅକ୍ଟୋବର ୧୫, ୨୦୨୪ ରେ ଦିଲ୍ଲୀରୁ ଚିକାଗୋ ଅଭିମୁଖେ ଯାଉଥିବା ବିମାନ AI-127କୁ କାନାଡାର…

ବାଲିଯାତ୍ରା ପାଇଁ ପଞ୍ଜିକରଣ ଆରମ୍ଭ; ଜାଣନ୍ତୁ କେମିତି କରିବେ?

କଟକ: ପାଖେଇ ଆସୁଛି ବିଶ୍ବ ପ୍ରସିଦ୍ଧ ବାଲିଯାତ୍ରା । ଏନେଇ ପ୍ଲଟ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି । ନଭେମ୍ବର ୧୫ ତାରିଖରୁ ବାଲିଯାତ୍ରା ଆରମ୍ଭ ହେବାକୁ ଥିବା ବେଳେ ଅକ୍ଟୋବର ୧୫ ରୁ ଅର୍ଥାତ୍ ଆଜି ଠାରୁ ଆରମ୍ଭ ହୋଇଥିବା ପଞ୍ଜିକରଣ ପ୍ରକ୍ରିୟା ୨୫ ଯାଏଁ ଚାଲିବ । କଟକ ବାରବାଟୀ…

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଓମାର ଅବଦୁଲ୍ଲା

ଶ୍ରୀନଗର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଓମାର ଅବଦୁଲ୍ଲା। ଜମ୍ମୁ କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ତାରିଖ ଘୋଷଣା କରିଛନ୍ତି ଉପ ରାଜ୍ୟପାଳ ମନୋଜ ସିହ୍ନା। ଆସନ୍ତାକାଲି ଜମ୍ମୁ କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଓମାର ଅବଦୁଲ୍ଲା ଶପଥ ଗ୍ରହଣ କରିବେ। ସକାଳ…

ଧାନ କିଣାବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଧାନ କିଣା ବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା । ବାହାର ରାଜ୍ୟର ଚାଷୀ ଓଡ଼ିଶାରେ ଧାନ ବିକ୍ରି କରିପାରିବେନି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଖରିଫ୍‌ ଧାନ କିଣା ସଂକ୍ରାନ୍ତରେ ଆଜି ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଏପରିକି କେବଳ ମଣ୍ଡିରେ…

ଆପଣଙ୍କ ପିଲାଙ୍କ ମଧ୍ୟରେ ଆତ୍ମବିଶ୍ୱାସର ଅଭାବ ଅଛି କି? ଆପଣାନ୍ତୁ ଏହି ଟିପ୍ସ…

ଆତ୍ମବିଶ୍ୱାସର ଅଭାବ ଯେକୌଣସି ବ୍ୟକ୍ତିଙ୍କୁ ଆଗକୁ ବଢିବାକୁ ଅଟକାଇପାରେ। ଏହା ଅଧିକାଂଶ ପିଲାଙ୍କ ମଧ୍ୟରେ ପରିଲକ୍ଷିତ ହୁଏ। ଆପଣଙ୍କ ପିଲା ଅବିଶ୍ଵାସୀ କି? ଯଦି ହଁ, ତା’ହେଲେ ଆପଣଙ୍କୁ ପିଲାଙ୍କ ଭିତରେ ଆତ୍ମବିଶ୍ୱାସର ଅଭାବକୁ ହଟାଇବାକୁ ପଡିବ, ନଚେତ୍ ତାଙ୍କ ଭବିଷ୍ୟତ ପ୍ରତିକୂଳ ପ୍ରଭାବିତ…

ମହାରାଷ୍ଟ୍ର, ଝାଡଖଣ୍ଡ ବିଧାନସଭା ଭୋଟ୍ ପାଇଁ ବାଜିଲା ବିଗୁଲ୍

ନୂଆଦିଲ୍ଲୀ: ମହାରାଷ୍ଟ୍ର ଓ ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବାଜିଛି ବିଗୁଲ୍ । ଦୁଇ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଜାତୀୟ ରାଜନୀତି ଦୃଷ୍ଟିରୁ ବେଶ୍ ଗୁରୁତ୍ୱପୂର୍ଣ୍ଣ ମହାରାଷ୍ଟ୍ର ସହ ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ତାରିଖ…

ଏହି ଦିନ ଦେଖାଯିବ ଚଳିତ ବର୍ଷର ସବୁଠୁ ଉଜ୍ବଳ ଜହ୍ନ

ନୂଆଦିଲ୍ଲୀ: ୨୦୨୪ ମସିହା ଅକ୍ଟୋବର ୧୭ ତାରିଖରେ ସୁପରମୁନ ଦେଖାଯିବ। ଏହି ରାତିରେ ଲୋକମାନେ ଏକ ଉଜ୍ଜ୍ବଳମୟ ଚନ୍ଦ୍ରକୁ ଦେଖିପାରିବେ। ଏହି ରାତିର ଚନ୍ଦ୍ର ଅନ୍ୟ କୌଣସି ପୂର୍ଣ୍ଣଚନ୍ଦ୍ର ଅପେକ୍ଷା ବଡ଼ ଏବଂ ପୃଥିବୀର ନିକଟତର ଦେଖାଯିବ। ଏହା ବର୍ଷର ତୃତୀୟ ସୁପରମୁନ୍ ହେବ। ଅକ୍ଟୋବର ୧୭ ପରେ…