Latest Odisha News

BREAKING NEWS

Yearly Archives

2024

ପୁଣି ବିମାନରେ ବୋମା ଧମକ, ନ୍ୟୁୟର୍କ ଯାଉଥିବା ଏୟାର ଇଣ୍ଡିଆ ଦିଲ୍ଲୀ ଡାଇଭର୍ଟ

ନୂଆଦିଲ୍ଲୀ: ମୁମ୍ବାଇରୁ ନ୍ୟୁୟର୍କ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ବୋମା ଥିବା ଧମକ ମିଳିବା ପରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଏହା ପରେ ବିମାନଟି ଦିଲ୍ଲୀ ବିମାନ ବନ୍ଦରକୁ ଡାଇଭର୍ଟ କରାଯାଇଥିଲା। ସୋମବାର ସକାଳେ ଦିଲ୍ଲୀର ଆଇଜି ବିମାନ ବନ୍ଦରରେ ଏକ ଏୟାର ଇଣ୍ଡିଆ ବିମାନ ଜରୁରୀକାଳୀନ…

ଚନ୍ଦ୍ରଯାନ-୩ର କିଛି ଐତିହାସିକ ମୁହୂର୍ତ୍ତ: ବର୍ଷକ ପରେ ଜାରି କଲା ଇସ୍ରୋ

ନୂଆଦିଲ୍ଲୀ: ଅଗଷ୍ଟ ୨୩, ୨୦୨୩ ଏକ ଐତିହାସିକ ଦିନ । ଦକ୍ଷିଣ ମେରୁରେ ପାଦ ଥୋଇ ଚନ୍ଦ୍ରକୁ ପଢିଥିଲା ଭାରତ । ସେ ସମୟର କିଛି ଭିଡିଓ ପୁଣି ସେ ମୁହୂର୍ତ୍ତକୁ ଜୀବନ୍ତ କରିଛି । ଚନ୍ଦ୍ରଯାନ-୩ ମିଶନର ବର୍ଷକ ପରେ ସାମ୍ନାକୁ ଆସିଛି ଏହାର ଆଉ କିଛି ନୂଆ ଭିଡିଓ। ଚନ୍ଦ୍ରପୃଷ୍ଠରେ ଲ୍ୟାଣ୍ଡର…

ମା’ଙ୍କୁ ବିଦାୟ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି: ଜାଣନ୍ତୁ କେଉଁଠି ରହିଛି ଟ୍ରାଫିକ୍ କଟକଣା…

ଭୁବନେଶ୍ବର: ଆଜି ମେଲାଣି ନେବେ ଜଗତ ଜନନୀ ମା' ଦୁର୍ଗା । ୯ ଦିନ ଧରି ମଣ୍ଡପରେ ଭକ୍ତଙ୍କୁ ନିଜର ଦୁର୍ଲଭ ରୂପର ଦର୍ଶନ କରାଇବା ପରେ ଆଜି ବିଦାୟ ନେବେ ମା’ ଦୁର୍ଗତୀନାଶିନୀ । ମା’ଙ୍କୁ ମେଲାଣି ଦେବାରେ ମନରେ ଯେତିକି ଦୁଃଖ ରହିଛି, ବିଦାୟ ନେଲେ ପୁଣି ଆର ବରଷକୁ ମା’ ଆସିବେ ତା’ର ଉତ୍କଣ୍ଠା…

ପୁଣି ଟ୍ରମ୍ପଙ୍କୁ ହତ୍ୟା ଷଡ଼ଯନ୍ତ୍ର, ଜଣେ ସନ୍ଦିଗ୍ଧକୁ ଧରିଲା ପୋଲିସ

ନୂଆଦିଲ୍ଲୀ: ନିର୍ବାଚନ ରାଲି ବେଳେ ଡୋନାଲ୍ଡ ଟ୍ରମ୍ପଙ୍କୁ ପୁଣି ହତ୍ୟା ଷଡ଼ଯନ୍ତ୍ର । କାଲିଫର୍ଣ୍ଣିଆର କୋଚେଲ୍ଲାରେ ନିର୍ବାଚନୀ ରାଲି ଚାଲିଥିବାବେଳେ ଡୋନାଲ୍ଡ ଟ୍ରମ୍ପଙ୍କୁ ହତ୍ୟା ଷଡ଼ଯନ୍ତ୍ର ହୋଇଥିବା ନେଇ ସୂଚନା ମିଳିଛି । ଟ୍ରମ୍ପଙ୍କ ରାଲି ବେଳେ ଜଣେ ବନ୍ଧୁକଧାରୀଙ୍କୁ ଗିରଫ କରିଛି…

ଦୁଲୁକିବ ବଡଦାଣ୍ଡ, ଚାଲିବ ଦେବୀସଭା, ଜମିବ ଗୋଷାଣୀ ଯାତ୍ରା

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ପ୍ରସିଦ୍ଧ ଗୋଷାଣୀ ଯାତ୍ରା । ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ସାତ ସାହି ୪୨କନ୍ଦିର ପ୍ରାୟ ୬୦ଟି ମେଢ ଏକାଠି ହେବେ । ସମସ୍ତେ ସିଂହଦ୍ଵାର ଠାରେ ଏକାଠି ହେବାପରେ ଚାଲିବ ଦେବୀସଭା। ସେପଟେ ଗୋଷାଣି ମୂର୍ତ୍ତିଙ୍କୁ ଦର୍ଶନ କରିବା ପାଇଁ ପ୍ରବଳ…

ହଟିଲା ରାଷ୍ଟ୍ରପତି ଶାସନ: ଫିଟିଲା ନୂତନ ସରକାର ଗଠନର ବାଟ

ନୂଆଦିଲ୍ଲୀ: ଦୀର୍ଘ ୬ବର୍ଷ ପରେ ଜାମ୍ମୁ-କାଶ୍ମୀରରୁ ହଟିଲା ରାଷ୍ଟ୍ରପତି ଶାସନ । ଗତକାଲି ରାଷ୍ଟ୍ରପତି ଶାସନ ହଟାଯିବା ପରେ ଏବେ ନୂତନ ସରକାର ଗଠନ ପାଇଁ ବାଟ ଫିଟିଛି। ଏନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୦ ବର୍ଷ ତଳେ ଅର୍ଥାତ୍ ୨୦୧୪ରେ ଜାମ୍ମୁ-କଶ୍ମୀରରେ…

ଓଡିଶାରୁ ବିଦାୟ ନେଲା ମୌସୁମୀ, ଏବେ କେମିତି ରହିବ ଆଗକୁ ପାଗ….

ଭୁବନେଶ୍ୱର: ଓଡିଶାରୁ ଅପସାରଣ ହୋଇଛି ମୌସୁମୀ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ଫେରିଛି । ରବିବାର ବିଭିନ୍ନ ଜିଲାରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବା ଆରମ୍ଭ ହୋଇଛି। ପାଗ ଅନୁକୂଳ ରହିଥିବାରୁ ଆଗାମୀ ୨ ଦିନ ମଧ୍ୟରେ ସମସ୍ତ ଜିଲାରୁ ମୌସୁମୀ ଫେରିଯିବ ବୋଲି ପାଣିପାଗ ବିଭାଗ…

ବାବା ସିଦ୍ଦିକୀଙ୍କ ହତ୍ୟା ଘଟଣା : କିପରି ଥିଲା ସୁଟରମାନଙ୍କ ପ୍ଲାନିଂ

ମୁମ୍ବାଇ : ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକୀଙ୍କୁ ଶନିବାର ରାତି ପ୍ରାୟ 9 ଟା 30 ସମୟରେ ଗୁଳିକରି ହତ୍ୟା କରାଯାଇଛି। ଏହି ସମୟରେ ସେହି ଅଞ୍ଚଳରେ ଦଶହରା ଅବସରରେ ଏକ ଶୋଭାଯାତ୍ରା ଯାଉଥିବା ସମୟରେ ଏହି ଅଘଟଣ ଘଟିଛି। ସୂଚନା ଅନୁସାରେ, ବାବା ସିଦ୍ଦିକୀ ମୁମ୍ବାଇ ବାନ୍ଦ୍ରା…

ଦିଲ୍ଲୀ ପରେ ଗୁଜୁରାଟ ଆଙ୍କଲେଶ୍ୱରରେ ୫ ହଜାର କୋଟିର ଡ୍ରଗ୍ସ ଜବତ

ଗାନ୍ଧୀନଗର: ସାରା ଦେଶରେ ମାଡୁଛି ଧଳା ଜହରର ଚେର। ବାରମ୍ବାର ଚଢାଉ ହେଲେ ମଧ୍ୟ ଥମୁନି ଏହି ରାକେଟ । କିଛି ଦିନ ପୂର୍ବରୁ ଦିଲ୍ଲୀରେ ୫ ହଜାର କୋଟିର ଡ୍ରଗ୍ସ ଜବତ ହୋଇଥିବା ବେଳେ  ଆଜି ଗୁଜରାଟର ଆଙ୍କଲେଶ୍ୱର ସହରରେ ଜବତ ହୋଇଛି ୫ ହଜାର କୋଟିର କୋକେନ। ଦିଲ୍ଲୀ ଓ ଗୁଜରାଟ ପୁଲିସର ମିଳିତ…

କର୍ଣ୍ଣାଟକରେ ମୁଦା ସ୍କାମ: ଜମି ଫେରାଇବେ ଖଡଗେ ପରିବାର

ବେଙ୍ଗାଲୁରୁ : କର୍ଣ୍ଣାଟକରେ ଚାଳିଛି  ମହୀଶୂର ଅର୍ବାନ ଡେଭଲପମେଣ୍ଟ ପ୍ରାଧିକରଣ(ମୁଦା) ସ୍କାମ। ଜମି ଫେରାଇବାକୁ ନିଷ୍ପତ୍ତି ନେଇଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ତାଙ୍କ ପରିବାର ସରକାରଙ୍କ ପକ୍ଷରୁ ପାଇଥିବା ୫ ଏକର ଜମିକୁ ଫେରାଇ…