ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି
ଯାଜପୁର: ଯାଜପୁର ଜିଲ୍ଲାର ଏକ ସରକାରୀ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ଡ୍ୟୁଟିରେ ନିଶାସକ୍ତ ଭାବେ କାର୍ଯ୍ୟ କରିବା ନେଇ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି।
ଖବର ଅନୁଯାୟୀ, ଧର୍ମଶାଳାର ଏକ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ନୋଟିସ ଜାରି କରାଯାଇଛି। ବିଦ୍ୟାଳୟ ପରିଚାଳନା…