ରତନ ଟାଟାଙ୍କୁ ‘ଭାରତ ରତ୍ନ’ ସମ୍ମାନ ଦେବା ପ୍ରସ୍ତାବ ପାରିତ
ମୁମ୍ବାଇ: ବୁଧବାର ରାତିରେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ବିଶିଷ୍ଟ ଶିଳ୍ପପତି ରତନ ଟାଟା । ସେ ଦେଶ ପାଇଁ ଥିଲେ ଜଣେ ଅମୂଲ୍ୟ ରତ୍ନ ।
ଏହି ପରିପ୍ରେକ୍ଷୀରେ ମହାରାଷ୍ଟ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି ।…