Latest Odisha News

BREAKING NEWS

Yearly Archives

2024

କାହିଁକି ଅବିବାହିତ ରହିଗଲେ ରତନ, ଜାଣନ୍ତୁ ତାଙ୍କ ବିବାହକୁ ନେଇ ରୋଚକମୟ କଥା…

ନୂଆଦିଲ୍ଲୀ: ବିଶିଷ୍ଟ ଶିଳ୍ପପତି ତଥା ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ପରଲୋକ ଘଟିଛି। ବୁଧବାର ରାତିରେ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଟାଟା ଗ୍ରୁପର ବିକାଶ ତଥା…

ରତନ ଟାଟା: ଏକ ଯୁଗର ଅବସାନ, ଯାହା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ଲେଖା ହେବ

ମୁମ୍ବାଇ: ଆଉ ନାହାନ୍ତି ଭାରତର କିମ୍ବଦନ୍ତୀ ଉଦ୍ୟୋଗପତି ରତନ ଟାଟା । ଅକ୍ଟୋବର ୯ ସନ୍ଧ୍ୟାରେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ସେ ତାଙ୍କର ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ବାର୍ଦ୍ଧକ୍ୟଜନିତ ସମସ୍ୟା ଯୋଗୁଁ ସେ ପୂର୍ବରୁ ଚିକିତ୍ସିତ ହେଉଥିବା ବେଳେ ଗତକାଲି ୮୬ ବର୍ଷ ବୟସରେ…

ରାଜକୀୟ ଢଙ୍ଗରେ ଦେଶର ‘ରତ୍ନ’ଙ୍କର ହେବ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ: ପରଲୋକରେ ଟାଟା ସନ୍ସର ଅଧ୍ୟକ୍ଷ ରତନ ଟାଟା । ଗତକାଲି ମୁମ୍ବାଇର ଏକ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଗୁରୁତର ଅବସ୍ଥାରେ ଗତ କିଛି ଦିନ ହେବ ସେ ହସ୍ପିଟାଲରେ ଆଇସିୟୁରେ ଥିଲେ। ଟାଟା କର୍ତ୍ତୃପକ୍ଷଙ୍କ ତରଫରୁ ମଧ୍ୟ ରତନ ଟାଟାଙ୍କ ବିୟୋଗ ବାବଦରେ ସ୍ପଷ୍ଟୀକରଣ ରଖାଯାଇଛି ।…

ନବରାତ୍ରୀ ୨୦୨୪: ମହାଗୌରୀ ବେଶରେ ସୁସଜ୍ଜିତ ମା’

ଭୁବନେଶ୍ଵର: ପବିତ୍ର ଆଶ୍ୱିନ ମାସ ଶୁକ୍ଳପକ୍ଷ ଅଷ୍ଟମୀ, ନବରାତ୍ରୀ ମହାଷ୍ଟମୀ (ଦୂର୍ଗାଷ୍ଟମୀ) ତିଥିରେ ଜଗଜ୍ଜନନୀ କରୁଣାମୟୀ ମାଁ ନବଦୂର୍ଗା ଙ୍କୁ ଦେବୀ ମାଁ ମହାଗୌରୀ ସ୍ୱରୂପରେ ପୂଜାର୍ଚ୍ଚନା କରାଯାଏ । ମହାଗୌରୀ ସ୍ୱରୂପରେ ବ୍ରୁଷଭ ବାହନା ଚତୁର୍ଭୂଜା ମାତା ସମ୍ପୂର୍ଣ୍ଣ ଗୌରବର୍ଣ୍ଣା ଏବଂ…

ରତନ ଟାଟାଙ୍କ ବିୟୋଗରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ବଡ଼ ବାର୍ତ୍ତା

ନୂଆଦିଲ୍ଲୀ: ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ବିୟୋଗରେ ଦେଶରେ ଶୋକର ଛାୟା ଖେଳିଯାଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଭୀର…

ପରଲୋକରେ ରତନ ଟାଟା, ହସ୍ପିଟାଲରେ ଚାଲିଥିଲା ଚିକିତ୍ସା

ମୁମ୍ବାଇ: ଟାଟା ସନ୍ସର ଅଧ୍ୟକ୍ଷ ରତନ ଟାଟାଙ୍କର ବୁଧବାର ମୁମ୍ବାଇର ଏକ ହସ୍ପିଟାଲରେ ଦେହାନ୍ତ ହୋଇଛି। ସେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିଲେ ଏବଂ ଗତ କିଛି ଦିନ ହେବ ହସ୍ପିଟାଲରେ ଆଇସିୟୁରେ ଥିଲେ। ରତନ ଟାଟାଙ୍କ ବିୟୋଗ ବାବଦରେ ବିଶିଷ୍ଟ ଶିଳ୍ପପତି ହର୍ଷ ଗୋୟେଙ୍କା ଏକ୍ସରେ ପୋଷ୍ଟ…

ଗିରଫ ହେଲେ ନକଲି ଡାକ୍ତର: ଯୁକ୍ତ ଦୁଇ ପର୍ଯ୍ୟନ୍ତ ପଢିଥିଲେ

ଟିକ୍ରାପଡ଼ା: ବେଆଇନ ଭାବରେ ୧୫ ବର୍ଷ ଧରି ଚାଲିଥିବା ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅଧିନସ୍ଥ ଟିକ୍ରାପଡ଼ାର ଏକ କ୍ଲିନିକ୍ ଉପରେ ଆଜି ପ୍ରଶାସନ ପକ୍ଷରୁ କରାଯାଇଛି ଚଢ଼ାଉ। ଚଢାଉ ସହ ଜଣେ ନକଲି ଡାକ୍ତରଙ୍କୁ ମଧ୍ୟ କରାଯାଇଛି ଗିରଫ। ନକଲି ଡାକ୍ତର ବିଦ୍ୟୁତ୍ କୁମାର ବିଶ୍ୱାସଙ୍କୁ ଗିରଫ ପରେ…

ଦୁର୍ଗା ପୂଜା ଅବସରରେ ରାଜ୍ୟବାସୀଙ୍କୁ ବିରୋଧୀ ଦଳ ନେତାଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ପବିତ୍ର ଦୁର୍ଗାପୂଜା ଅବସରରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓଡିଶା ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ମାତୃଶକ୍ତି ଆରାଧନାର ଏ ମହାନ ପର୍ବ ଆମ ଆଧ୍ୟାତ୍ମିକ ସଂସ୍କୃତିକୁ ଗରୀୟାନ କରିଛି। ଆଦ୍ୟାଶକ୍ତିଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ସୁଖ ଶାନ୍ତି ଓ…

୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡା ପୋଲିସ ନିକଟରେ ୪ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ମହିଳା ନକ୍ସଲ ମଧ୍ୟ ଅଛନ୍ତି । ଏମାନଙ୍କ ନାମରେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା । ବସ୍ତର ପୋଲିସ ଅଧିକ୍ଷକ ଶଲଭ କୁମାର ସିହ୍ନା, ସିଆରପିଏଫ…

ବନ୍ଧା ହେଲେ ପଞ୍ଚାୟତିରାଜ ବିଭାଗର ବରିଷ୍ଠ ଅଧିକାରୀ

ଭୁବନେଶ୍ୱର: ଗିରଫ ହେଲେ ପଞ୍ଚାୟତିରାଜ ବିଭାଗର ବରିଷ୍ଠ ଅଧିକାରୀ। ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବରିଷ୍ଠ ବ୍ୟକ୍ତିଗତ ସଚିବ ରମେଶଚନ୍ଦ୍ର ଜେନାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।  ରମେଶଚନ୍ଦ୍ର…