ଲଗାତାର ୧୦ମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ, ବଢ଼ିବନି ହୋମ୍ ଲୋନ୍ ଇଏମଆଇ
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ପୁଣିଥରେ ରେପୋ ରେଟ୍(ସୁଧ ହାର) ଅପରିବର୍ତ୍ତିତ ରଖିଛନ୍ତି। ରେପୋରେଟ୍ ୬.୫%ରେ ଅପରିବର୍ତ୍ତିତ ରଖିବାକୁ ଘୋଷଣା କରିଛି ଆରବିଆଇ। ମନିଟାରୀ ପଲିସି କମିଟି ନିଷ୍ପତ୍ତି ନେଇଥିବା ସୂଚନା ରହିଛି। ବଜେଟ୍ ୨୦୨୪ ଆସିବା ପରେ ଅନୁଷ୍ଠିତ ହୋଇଥିବା ମୁଦ୍ରା…