Latest Odisha News

BREAKING NEWS

Yearly Archives

2024

ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଦମନ: ହାତେଇଲା ଜାତୀୟ ପୁରସ୍କାର

ଭୁବନେଶ୍ୱର: ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ପୁରସ୍କୃତ ହୋଇଛି । ଦମନ ଫିଲ୍ମ ପାଇଁ ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କାର ଗ୍ରହଣ କରିଛନ୍ତି ଦମନର ପ୍ରଯୋଜକ ଓ ଦୁଇ ଜଣ ନିର୍ଦ୍ଦେଶକ । ଦିଲ୍ଲୀ…

ଲୋକସଭା ନିର୍ବାଚନରେ କେତେ କୋଟି ଖର୍ଚ୍ଚ କରିଛି କଂଗ୍ରେସ…

ନୂଆଦିଲ୍ଲୀ: ଚଳିତ ବର୍ଷର ଲୋକସଭା ଓ ଓଡିଶା ସମେତ କିଛି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ ଦଳୀୟ ପ୍ରଚାର ପାଇଁ ପାଣି ଭଳି ପଇସା ଖର୍ଚ୍ଚ କରିଛି କଂଗ୍ରେସ । ନିର୍ବାଚନ ପ୍ରଚାର ପାଇଁ ପଇସା ନାହିଁ ବୋଲି ଭୋଟ୍ ପୂର୍ବରୁ କହି ବୁଲୁଥିଲେ କଂଗ୍ରେସ ନେତା । ଆୟକର ବିଭାଗ ଉପରେ ଦୋଷ…

୨୮୨ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶକ୍ତି, ଓଡିଶା ଖଣି ନିଗମ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗରେ ୨୮୨ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ଶକ୍ତି ବିଭାଗରେ ୭୯ ଜଣ ସହକାରୀ ନିର୍ବାହୀ ଯନ୍ତ୍ରୀ ନିଯୁକ୍ତି ପାଇଥିବା ବେଳେ ସ୍ବାସ୍ଥ୍ୟ ବିଭାଗରେ ଭେଷଜ…

ସହଦେବଙ୍କ ସିଏଜିକୁ ରିପୋର୍ଟକୁ ଖଣ୍ଡନ କଲେ ଆଇଓଏ ଅଧ୍ୟକ୍ଷ ପିଟି ଉଷା

ନୂଆଦିଲ୍ଲୀ: ଭାରତୀୟ ଅଲିମ୍ପିକ ସଂଘର ଅଧ୍ୟକ୍ଷ ପିଟି ଉଷା ମଙ୍ଗଳବାର କୋଷାଧ୍ୟକ୍ଷ ସହଦେବ ଯାଦବଙ୍କ ସିଏଜି ରିପୋର୍ଟକୁ ଭିତିହୀନ ବୋଲି କହିଛନ୍ତି । ସିଏଜି ରିପୋର୍ଟରେ ଉଲ୍ଲେଖ ରହିଥିଲା ଯେ, ରିଲାଏନ୍ସ ସହ ସ୍ପନଶରଶିପ ଚୁକ୍ତି ନେଇ ଆଇଓଏକୁ ୨୪ କୋଟି ଟଙ୍କା କ୍ଷତି ସହିବାକୁ ପଡିଛି । ଉଷା…

‘ଏକ୍ସ’ରେ ୨୦୦ ମିଲିୟନ ଫଲୋଅର୍ସ ଟପିଲେ ମସ୍କ, ଜାଣନ୍ତୁ ଟପ୍ ୫ରେ କିଏ

ନୂଆଦିଲ୍ଲୀ: ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ ଏକ୍ସ'ରେ ଏଲନ ମସ୍କଙ୍କ ଫଲୋଅର୍ସ ସଂଖ୍ଯା ୨୦୦ ମିଲିୟନ ଟପିଛି। ନୂତନ ସଫଳତା ସହିତ ମସ୍କ ଏହି ସୋସିଆଲ ମିଡିଆ ପ୍ଲାଟଫର୍ମରେ ଅନ୍ୟତମ ପ୍ରଭାବଶାଳୀ ବ୍ୟକ୍ତି ହୋଇପାରିଛନ୍ତି। ୨୦୨୨ ମସିହାରେ ଏଲନ୍ ମସ୍କ ଟ୍ୱିଟରକୁ ୪୪ ବିଲିୟନ ଡ଼ଲାରରେ କିଣିଥିଲେ…

ଶକୀବଙ୍କ ପରେ ମହମ୍ମୁଦାଲ୍ଲା ଆନ୍ତର୍ଜାତୀୟ ଟି୨୦ରୁ ନେଲେ ଅବସର

ଢ଼ାକା: ଭାରତ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ ପୂର୍ବରୁ ବାଂଲାଦେଶ ଟିମକୁ ଶକ୍ତ ଧକ୍କା ଲାଗିଛି । ଦଳର ଅଭିଜ୍ଞ ବ୍ୟାଟ୍ସମ୍ୟାନ ମହମ୍ମୁଦାଲ୍ଲା ଆନ୍ତର୍ଜାତୀୟ ଟି୨୦ରୁ ଅବସର ଘୋଷଣା କରିଛନ୍ତି । ଭାରତ ବିପକ୍ଷ ସିରିଜ ତାଙ୍କ କ୍ୟାରିୟରର ଶେଷ ଆନ୍ତର୍ଜାତୀୟ ଟି୨୦ ମୁକାବିଲା ହେବ ବୋଲି ସେ ସ୍ପଷ୍ଟ…

୪୫୬ଟି ଥାନାରେ ଅଚଳ, ୧୩ ଥାନାରେ ନାହିଁ ସିସିଟିଭି

ଭୁବନେଶ୍ବର: ଆଜି ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ହୋଇଛି । ଶୁଣାଣି ବେଳେ ବ୍ୟକ୍ତିଗତ ଭାବେ ହାଇକୋର୍ଟରେ ହାଜର ହୋଇ ଉତ୍ତର ରଖିଛନ୍ତି ଏଡିଜି ଦୟାଲ ଗଙ୍ଗଓ୍ବାର୍ । ସେ କହିଛନ୍ତି ରାଜ୍ୟର ୪୫୬ଟି ଥାନାରେ ସଠିକ ଭାବେ କାମ କରୁନି ସିସିଟିଭି । ସେହିପରି ୧୩ଟି ଥାନାରେ ସିସିଟିଭି…

କବାଡି: ବାଳକ ବିଭାଗରେ ପୁରୀ ଚାମ୍ପିୟନ

ପୁରୀ: ସୁନ୍ଦରଗଡରେ ୧୭ ବର୍ଷରୁ କମ କବାଡି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବାଳକ ବିଭାଗରେ ପୁରୀ ଚାମ୍ପିୟନ ହୋଇଛି । ଫାଇନାଲରେ ପୁରୀ ଚମତ୍କାର ପ୍ରଦର୍ଶନ କରି ୫୮-୪୩ ପଂଏଟରେ ଗଞ୍ଜାମକୁ ପରାସ୍ତ କରି ଟାଇଟଲ ହାସଲ କରିଛି । ବଲାଙ୍ଗୀର ବିପକ୍ଷରେ ବିଜୟ ଅଭିଯାନ ଆରମ୍ଭ କରିବା ପରେ ପୁରୀ…

୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ମିଥୁନ ଚକ୍ରବର୍ତ୍ତୀ ଓ ଋଷଭ ଶେଟ୍ଟୀଙ୍କୁ ବଡ଼ ସମ୍ମାନ

ନୂଆଦିଲ୍ଲୀ: ସିନେମା ଜଗତରେ ଉତ୍କୃଷ୍ଟ କାର୍ଯ୍ୟ କରିଥିବା କଳାକାର ଏବଂ ନିର୍ମାତାଙ୍କ ସମ୍ମାନାର୍ଥେ ଆଜି ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଆୟୋଜନ କରାଯାଉଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଦିଲ୍ଲୀରେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସହିତ କଳାକାରମାନଙ୍କୁ ସମ୍ମାନିତ କରିବାକୁ…

ହରିୟାଣାରେ ହ୍ୟାଟ୍ରିକ : ବିଜେପି ପାଇଁ ବୁଷ୍ଟର ଡୋଜ୍‌

ନୂଆଦିଲ୍ଲୀ: ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ନେଇ ସବୁ ପୂର୍ବାନୁମାନ ଭୁଲ । ବାଜି ମାରିନେଇଛି ବିଜେପି । ଲଗାତର ତୃତୀୟ ଥର ବିଧାନସଭା ନିର୍ବାଚନରେ ବିଜୟୀ ହୋଇଛି ଗୈରିକ ପାର୍ଟି । ହରିୟାଣା ନିର୍ବାଚନରେ ଏଥର କଂଗ୍ରେସ କ୍ଷମତାକୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ସବୁ ଏକଜିଟ ପୋଲ୍ ଆକଳନ…