ଚାଲିଛି ଷୋଡ଼ଶ ଉପଚାର ପୂଜା, ଉଠୁଛି ପଡୁଛି ଝଙ୍କଡବାସିନୀ ମା’ ଶାରଳାଙ୍କ ପୀଠ
ଜଗତସିଂହପୁର: ଦେବୀଙ୍କ ପୀଠରେ ଚାଲିଛି ଷୋଡ଼ଶ ଉପଚାର ପୂଜା। ମୂଳାଷ୍ଟମୀ ଠାରୁ ଆରମ୍ଭ ହୋଇଥିବା ଏହି ପୂଜା ଦୁର୍ଗାଷ୍ଟମୀରେ ଶେଷ ହେବ। ଏହି ସମୟରେ ମା'ଙ୍କୁ ପ୍ରତ୍ୟେକ ଦିନ ଷୋଡ଼ଶ ଉପଚାରରେ ପୂଜା କରାଯିବ ସହ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ ।
ତେବେ ଷୋଳ ପୂଜା ପାଇଁ…