ଅମୃତସର ବିମାନ ବନ୍ଦରରୁ ଜବତ ହେଲା ୧୦ କୋଟି ଟଙ୍କାର କୋକେନ
ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସର ସ୍ପେସିଆଲ ସେଲକୁ ମିଳିଛି ବଡ ସଫଳତା। ସ୍ପେସିଆଲ ବ୍ରାଞ୍ଚର ଅପରେସନରେ ୧୦ କୋଟି ଟଙ୍କା ମୂଲ୍ୟର କୋକେନ ଜବତ କରାଯାଇଛି। ଏହା ସହିତ ଏକ ଫରଚୁନର କାର ମଧ୍ୟ ଜବତ ହୋଇଛି। ଅମୃତସର ବିମାନ ବନ୍ଦରରେ ଅଭିଯୁକ୍ତ ଜିତେନ୍ଦ୍ର ଉଫ ଜସୀକୁ ଗିରଫ କରାଯାଇଛି।…