Latest Odisha News

BREAKING NEWS

Yearly Archives

2024

ଦୁର୍ଗାପୂଜାରେ କଏଦୀଙ୍କୁ ଦିଆଯିବ ମଟନ୍ ବିରିୟାନୀ, ପୁଲାଓ ସହ ଏସବୁ ଖାଦ୍ୟ

କୋଲକାତା: ଦୁର୍ଗା ପୂଜା ଆରମ୍ଭ ହେବାକୁ ଆଉ ଅଳ୍ପ ଦିନ। ସାରା ଦେଶରେ ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଚାଲିଛି। ପଶ୍ଚିମବଙ୍ଗରେ ଧୁମଧାମରେ ଦୁର୍ଗା ପୂଜା ପାଳିତ ହୋଇଥାଏ। ଏହି ସମୟ ମଧ୍ୟରେ ପଶ୍ଚିମବଙ୍ଗରେ ଦେବୀ ଦୁର୍ଗାଙ୍କ ଭବ୍ୟ ପେଣ୍ଡାଲଗୁଡିକୁ ଆକର୍ଷଣୀୟ ଭାବେ ସଜାଯାଇଥାଏ ଏବଂ…

ସରକାରୀ ସ୍ତରରେ ପାଳନ ହେବ ‘ବାଜି ରାଉତ ଜୟନ୍ତୀ’

ଭୁବନେଶ୍ବର: ଏଣିକି ସରକାରୀ ସ୍ତରରେ ପାଳନ ହେବ ‘ବାଜି ରାଉତ ଜୟନ୍ତୀ’ । ଆଜି ସହିଦ ବାଜି ରାଉତଙ୍କ ଜୟନ୍ତୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ଦିନରେ ସରକାରୀ ସ୍ତରରେ ବାଜି ରାଉତ…

ରାଜ୍ୟରେ ପୁଣି ନୂଆ କରି ଗଢା ହେବ ଓସଡମା

ଭୁବନେଶ୍ବର: ରାଜ୍ୟରେ ପୁନଃଗଠନ ହେବ ଓସଡମା ବା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ । ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଓସଡମା ଜାରି କରିଥିବା ବିଜ୍ଞପ୍ତିରେ ୧୦୨ କର୍ମଚାରୀଙ୍କ ମଧ୍ୟରୁ ୧୦ ପୋଷ୍ଟ ରଦ୍ଦ ହୋଇଛି । ୩୭ ନୂଆ ପଦବୀ ସୃଷ୍ଟି କରାଯାଇଛି । ଓସଡମା ପୁନଃଗଠନ…

ଏହି ଦିନ ହେବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ । ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ସିଏଚଏସଇର ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ କୁମାର ପରିଡ଼ା । ସୂଚନା ମୁତାବକ, ୨୦୨୪ ଡିସେମ୍ବର ୨୬ ରୁ ୩୦ ଯାଏଁ ଇଣ୍ଟରନାଲ ପରୀକ୍ଷା ହେବ ।…

ଚାଷୀଙ୍କ ଖାତାକୁ ଗଲା ପିଏମ୍ କିଷାନ ଟଙ୍କା

ମୁମ୍ବାଇ: ଚାଷୀଙ୍କୁ ଖାତାକୁ ଚଢିଲା ପିଏମ କିଷାନର ୧୮ ତମ କିସ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୋଦ୍ ମହାରାଷ୍ଟ୍ରରେ ଆୟୋଜିତ କାର୍ଯ୍ୟକ୍ରମରେ ବଟନ ଟିପି ଏକାସାଙ୍ଗରେ ପୂରା ଦେଶର ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି । ତେବେ ପିଏମ୍ କିଷାନର ୧୮ ତମ କିସ୍ତିରେ ୯ କୋଟି ୫୦ ଲକ୍ଷ…

ଏନସିପି ନେତାଙ୍କୁ ହତ୍ୟା

ମୁମ୍ବାଇ: ମୁମ୍ବାଇର ବାଇକୁଲ୍ଲା ଅଞ୍ଚଳରେ ଏନସିପି ନେତାଙ୍କୁ ନିର୍ମମ ଭାବେ ହତ୍ୟା । ସଚିନ କୁର୍ମୀଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଛନ୍ତି ଦୁର୍ବୁତ୍ତ । ଘଟଣା ପରେ ଫେରାର ହୋଇଯାଇଛନ୍ତି ଦୁର୍ବୁତ୍ତ ମାନେ । ଖବର ମୁତାବକ, ଗତ ରାତିରେ ଏନ୍‌ସିପି ଅଜିତ ପାଓ୍ୱାର ଗୋଷ୍ଠୀର…

ମିଲିଲା ଆଶ୍ବସ୍ତି, ଏଥର ଜମିବ ଦୁର୍ଗା ପୂଜା ବୁଲାବୁଲି

ଭୁବନେଶ୍ବର: ଏଥର ଜମିବ ପୂଜା ବୁଲାବୁଲି । ଆଉ ନାହିଁ ବର୍ଷା ଡର । ଏଥର ପୂଜାରେ ବର୍ଷା ସମ୍ଭାବନା ନଥିବା ସ୍ପଷ୍ଟ କରିଛି ପାଣିପାଗ ବିଭାଗ । ଏ ସପ୍ତାହରେ କୌଣସି ଜିଲ୍ଲାରେ ବଡ଼ ବର୍ଷାର ଭୟ ନାହିଁ ବୋଲି  ସୂଚନା ଦେଇଛି ପାଣିପାଗ ବିଭାଗ । କାରଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର…

୨୦୦ ଫୁଟ ତଳକୁ ଖସିଲା ବରଯାତ୍ରୀ ବସ୍, ୩୦ ମୃତ

ଡେରାଡୁନ୍: ଉତ୍ତରାଖଣ୍ଡରେ ଶନିବାର ଏକ ବଡ଼ ଦୁର୍ଘଟଣା ଘଟିଛି। ବରଯାତ୍ରୀଙ୍କୁ ନେଇ ଯାଉଥିବା ବସ୍ ପୌଡୀ ଜିଲ୍ଲାର ଏକ ଗଭୀର ଖାଲକୁ ଖସିପଡିଛି। ଏହି ଦୁର୍ଘଟଣାରେ ପ୍ରାୟ ୩୦ ଜଣଙ୍କ ମୃତ୍ଯୁ ହୋଇଥିବା ଜଣାପଡିଛି। ସୂଚନା ଅନୁଯାୟୀ, ବିବାହ ପାଇଁ ବରଯାତ୍ରୀ ଗାଡି ହରିଦ୍ୱାରର ଲାଲଡହଙ୍ଗରୁ…

ସଚିବାଳୟର ତୃତୀୟ ମହଲାରୁ ଡେଇଁଲେ ଉପବାଚସ୍ପତି

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ଶୁକ୍ରବାର ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଥିଲା। ରାଜ୍ୟସଭାର ଉପ-ବାଚସ୍ପତି ନରହରୀ ଝିରୱାଲ ଶୁକ୍ରବାର ଦିନ ନିଜ ସରକାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଇ ମନ୍ତ୍ରଣାଳୟର ତୃତୀୟ ମହଲାରୁ ଡେଇଁପଡିଥିଲେ। ତାଙ୍କ ସହ ଜଣେ ବିଜେପି ସାଂସଦ ଓ ଆଉ ଦୁଇ…

ଏଥର ଫିକା ପଡିବ କଟକର ରାବଣପୋଡି

କଟକ: ଏଥର ଫିକା ପଡିବ ରାବଣ ପୋଡି । କଟକରେ ରାବଣ ପୋଡିରେ ହେବନି ବାଣ ପ୍ରତିଯୋଗିତା । ତାଗିଦ୍ କଲେ ହାଇକୋର୍ଟ । ସୁରୁଖୁରୁରେ କିପରି ରାବଣପୋଡି ଉତ୍ସବ ହେବ ତାହା ଉପରେ ଗୁରୁତ୍ବାରୋପ କରିଛନ୍ତି ହାଇକୋର୍ଟ । କେବଳ ରଙ୍ଗୀନ ବାଣ, ଯାହା ପରିବେଶ ପ୍ରତିକୂଳ ହୋଇଥିବା ସେଭଳି ବାଣ ବ୍ୟବହାର…