Latest Odisha News

BREAKING NEWS

Yearly Archives

2024

ପାକିସ୍ତାନ କ୍ରିକେଟରେ ଆର୍ଥୀକ ସଙ୍କଟ: ଖେଳାଳିଙ୍କୁ ମିଳୁନି ଦରମା

ଇସଲାମବାଦ: ପାକିସ୍ତାନ କ୍ରିକେଟ ବୋର୍ଡର ଆର୍ଥୀକ କ୍ଷତି ଦିନକୁ ଦିନ ବଢ଼ିବାରେ ଲାଗିଛି । ପରିସ୍ଥିତି ଏପରି ହୋଇଛି ଯେ, ବୋର୍ଡ ଏବେ ଦଳର ଷ୍ଟାର ଖେଳାଳିଙ୍କୁ ଦରମା ମଧ୍ୟ ପ୍ରଦାନ କରିପାରୁ ନାହିଁ । ପ୍ରକାଶିତ ରିପୋର୍ଟ ଅନୁସାରେ ଆଇସିସି ଟୁର୍ଣ୍ଣାମେଂଟରେ ଦଳ ଖରାପ ପ୍ରଦର୍ଶନ କରୁଥିବା ବେଳେ…

ରାହୁଲ ଗାନ୍ଧୀଙ୍କୁ ପୁନେ କୋର୍ଟର ସମନ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପୁଣି ଅଡୁଆରେ ଛନ୍ଦିହୋଇ ପଡିଛନ୍ତି । ଏକ ମାନହାନୀ ମାମଲାରେ ପୁନେ କୋର୍ଟ ରାହୁଲ ଗାନ୍ଧିଙ୍କୁ ହାଜର ହେବାକୁ ସମନ କରିଛନ୍ତି । ପୁନେ କୋର୍ଟ ରାହୁଲ ଗାନ୍ଧୀଙ୍କୁ ବୀର ସାବରକରଙ୍କ ନାତି ସାତ୍ୟକି ସାବରକରଙ୍କ…

ଓଡ଼ିଶାରେ ଅନୁଷ୍ଠିତ ହେବ ହକି ଇଣ୍ଡିଆ ଲିଗ୍

ଭୁବନେଶ୍ୱର: ଚଳିତବର୍ଷ ହକି ଇଣ୍ଡିଆ ଲିଗ୍ ଓଡ଼ିଶାରେ ଅନୁଷ୍ଠିତ ହେବ । ଏଥର ପ୍ରଥମଥର ପାଇଁ ହକି ଇଣ୍ଡିଆ ଲିଗ୍ ରେ ଉଭୟ ପୁରୁଷ ଏବଂ ମହିଳା ହକିଦଳ ଅଂଶଗ୍ରହଣ କରିବେ । ଆସନ୍ତା ୨୮ ଡିସେମ୍ବରରୁ ୦୧ ଫେବୃଆରୀ, ୨୦୨୫ ପର୍ଯ୍ୟନ୍ତ ଏହି ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ଏଥିସହ ଓଡ଼ିଶାର…

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଗୋବିନ୍ଦା

ମୁମ୍ବାଇ: ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଗୋବିନ୍ଦା। ବଲିଉଡ ଅଭିନେତା ଗୋବିନ୍ଦା ମୁମ୍ବାଇର ଜୁହୁ ସ୍ଥିତ ବାସଭବନରେ ନିଜର ଲାଇସେନ୍ସପ୍ରାପ୍ତ ରିଭଲଭର ସଫା କରି କପବୋର୍ଡରେ ରଖୁଥିବା ବେଳେ ତଳେ ପଡି ଆକସ୍ମିକ ଗୁଳି ଫୁଟି ଥିଲା। ଗୁଳି ଗୋବିନ୍ଦାଙ୍କ ଆଂଠୁରେ ଲାଗିଥିଲା। ଏହି ଦୁର୍ଘଟଣା ପରେ…

ଲିଜେଣ୍ଡସ ଲିଗ କ୍ରିକେଟ: କୋଣାର୍କ ସୂର୍ଯ୍ୟାସ ଓଡିଶାର ଦ୍ୱିତୀୟ ବିଜୟ

ଜମ୍ମୁ: ଚଳିତ ଲିଜେଣ୍ଡସ ଲିଗ କ୍ରିକେଟରେ କୋଣାର୍କ ସୂର୍ଯ୍ୟାସ ଓଡିଶା ଦ୍ୱିତୀୟ ବିଜୟ ହାସଲ କରିଛି । ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ କୋଣାର୍କ ସୂର୍ଯ୍ୟାସ ୫ ରନରେ ଇଣ୍ଡିଆ କ୍ୟାପିଟାଲ୍ସକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି କୋଣାର୍କ ସୂର୍ଯ୍ୟାସ ୨୦ ଓଭରରେ ୪ ୱିକେଟ ହରାଇ ୧୨୭ ରନ…

ଲୋକଙ୍କ ପାଇଁ ମହଙ୍ଗା ହୋଇଛି ଘର ରନ୍ଧା ଖାଦ୍ୟ

ନୂଆଦିଲ୍ଲୀ: ଦିନକୁ ଦିନ ବଜାରରେ ପ୍ରତ୍ୟେକ ଜିନିଷ ମହାଙ୍ଗା ହୋଇ ଚାଲିଛି। ଖୁଚୁରା ମୁଦ୍ରାସ୍ଫୀତି ୪ ପ୍ରତିଶତକୁ ଖସି ଆସିବା ସତ୍ତ୍ୱେ ଖାଦ୍ୟ ମୁଦ୍ରାସ୍ଫୀତି ଅଧିକ ରହିଛି। ଏହା ଏକ ରିପୋର୍ଟ ଦ୍ୱାରା ମଧ୍ୟ ପ୍ରମାଣିତ ହୋଇଛି ଯେଉଁଥିରେ କୁହାଯାଇଛି ଯେ ବର୍ତ୍ତମାନ ଘରେ ରନ୍ଧା ଖାଦ୍ୟ ମଧ୍ୟ…

ମହାନଦୀରେ ବୁଡ଼ି ୨ ଛାତ୍ର ନିଖୋଜ; ଗାଧୋଇବାକୁ ଯାଇଥିଲେ ୧୧ ଛାତ୍ର

ଜଗତପୁର: କଟକର ଜଗତପୁର ଅନ୍ତର୍ଗତ ବାଲିସାହି ନିକଟ ମହାନଦୀରେ ଆଜି ଦୁଇ ଜଣ ଛାତ୍ର ବୁଡ଼ି ଯାଇଛନ୍ତି। ଦୁଇଜଣ ନିଖୋଜ ଅଛନ୍ତି। ଜଣଙ୍କ ନାଁ ଆର୍ଯ୍ୟନ ନାୟକ ହୋଇଥିବା ବେଳେ ଆଉ ଜଣେ ମନୋରଞ୍ଜନ ବେହେରା। ଦୁଇ ଜଣ ଛାତ୍ର ବ୍ୟାରେଜ କଲୋନୀ ଅଞ୍ଚଳର ହୋଇଥିବା ବେଳେ ରାଜକିଶୋର ବିଦ୍ୟାପୀଠରେ ଅଷ୍ଟମ…

ଖୁବ ଶୀଘ୍ର କିକ ୨: ଫେରିବ ଡେଭିଲ

ମୁମ୍ବାଇ: ୨୦୧୪ରେ ରିଲିଜ ହୋଇଥିବା ସଲମାନ ଖାଁ ଅଭିନୀତ କିକ ୨ ବକ୍ସ ଅଫିସରେ ଭଲ ବ୍ୟବସାୟ କରିଥିଲା । ଡେଭିଲ ଭୂମିକାରେ ସେ ପ୍ରଶଂସକଙ୍କ ମନ ଜିଣିବାରେ ସଫଳ ହୋଇଥିଲେ । ଏହାର ସୀକ୍ୱେଲ ଖୁବ ଶୀଘ୍ର ଆସୁଛି । ନିର୍ମାତା ସାଜିଦ ନାଡିୟାଡୱାଲା ଏହାର ଘୋଷଣା କରିବା ସହ ଫାଷ୍ଟ ଲୁକ ମଧ୍ୟ ଜାରୀ…

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୭ ମାଓବାଦୀ

ଦାନ୍ତେୱାଡ଼ା: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ବଡ ଧରଣର ଏନକାଉଣ୍ଟର । ଶୁକ୍ରବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୭ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଖବର ମୁତାବକ, ଦାନ୍ତେୱାଡ଼ା ଏବଂ ନାରାୟଣପୁର ଜିଲ୍ଳା ସୀମାନ୍ତ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ନେଇ…

ପାର୍ବଣରେ ଜନସାଧାରଣଙ୍କ ସୁରକ୍ଷା ଲାଗି ଟିପିଏସ୍ଓଡିଏଲ୍ ପକ୍ଷରୁ ମାର୍ଗଦର୍ଶିକା ଜାରି

ବ୍ରହ୍ମପୁର: ପାର୍ବଣ ୠତୁ ଆରମ୍ଭ ହେବା ସହ ବିଭିନ୍ନ ପୂଜାସ୍ଥଳରେ ଓ ବଜାରରେ ଲୋକଙ୍କ ଭିଡ଼ ଜମୁଛି। ଏହି ସମୟରେ ବିଦ୍ୟୁତ ସୁରକ୍ଷାକୁ ଧ୍ୟାନରେ ରଖି ଭରସାଯୋଗ୍ୟ ବିଜୁଳି ସେବା ଯୋଗାଇବା ପାଇଁ ପ୍ରସ୍ତୁତ ରହିଛି ଟିପିଏସ୍ଓଡିଏଲ୍। ବିଶେଷ କରି ପୂଜା ମଣ୍ଡପ ଭଳି ଅସ୍ଥାୟୀ ବିଦ୍ୟୁତ ସଂଯୋଗ ଥିବା…