Latest Odisha News

BREAKING NEWS

Yearly Archives

2024

କୃଷି ବିକାଶ ଯୋଜନା ନେଇ କେନ୍ଦ୍ର କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ: ଆଜି ବସିଥିବା କ୍ୟାବିନେଟ ବୈଠକରେ କୃଷକଙ୍କ ଆୟ ବୃଦ୍ଧି ପାଇଁ ଦୁଇଟି ବଡ ଯୋଜନା ଅନୁମୋଦନ ହୋଇଛି । କୃଷି ବିକାଶ ଯୋଜନା ବ୍ୟତୀତ କୃଷକଙ୍କ ସହ ଜଡିତ ଅନେକ ଯୋଜନାକୁ ଅନୁମୋଦନ କରାଯାଇଛି । ସେଥିମଧ୍ୟରୁ କୃଷକଙ୍କ ଆୟ ବୃଦ୍ଧି ଏବଂ ମଧ୍ୟବିତ୍ତ ଲୋକଙ୍କୁ ଖାଦ୍ୟ ନିରାପତ୍ତା…

କେନ୍ଦ୍ର କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଆଉ ୫ ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଆଉ ୫ ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା । ମରାଠି, ବେଙ୍ଗଲି, ପାଲି, ପ୍ରାକୃତି, ଅହମିଆକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା । ପୂର୍ବରୁ ୬ଟି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିଥିଲା । ସୂଚନା ଓ ପ୍ରସାରଣ ମନ୍ତ୍ରୀ…

ଅଚାନକ ବିଭିନ୍ନ ମିଲ୍‌ ଓ ଗୋଦାମରେ ପହଞ୍ଚିଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ଅଚାନକ ବିଭିନ୍ନ ମିଲ୍‌ ଓ ଗୋଦାମରେ ପହଞ୍ଚିଲେ ଯୋଗାଣ ମନ୍ତ୍ରୀ । ବୌଦ୍ଧ ଓ ସୋନପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ଗୋଦାମ ଓ ମିଲ୍‌କୁ ଅଚାନକ ପରିଦର୍ଶନ କରିଛନ୍ତି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ବୌଦ୍ଧ ଜିଲ୍ଲାର ରାଣୀସତୀ ମିଲ୍‌ ଓ…

ରେଳ କର୍ମଚାରୀଙ୍କୁ କେନ୍ଦ୍ର ସରକାରଙ୍କ ପୂଜା ଭେଟି

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅନେକ ବଡ ଯୋଜନା ଗୁଡିକୁ ଅନୁମୋଦନ ମିଳିଛି । ସେଥିମଧ୍ୟରୁ ରେଳ କର୍ମଚାରୀଙ୍କୁ କେନ୍ଦ୍ର ସରକାର ପୂଜା ଭେଟି ଦେବାକୁ ନିଷ୍ପତ୍ତି ଦେଇଛନ୍ତି । ତେବେ…

ଯୋଗାଣ ବିଭାଗ ଉଚ୍ଚସ୍ତରୀୟ ଟିମ୍‌ର ଛତିଶଗଡ଼ ଗସ୍ତ

ଭୁବନେଶ୍ୱର: ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି, ଚାଷୀ ମାନଙ୍କୁ ବୋନସ ପ୍ରଦାନ ପ୍ରକ୍ରିୟା ସମ୍ପର୍କରେ ଜାଣିବା ପାଇଁ ରାଜ୍ୟର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ମଣ୍ଡଳୀ ନିକଟରେ ଛତିଶଗଡ଼ ଗସ୍ତ କରିଥିଲେ । ସେଠାରେ କ୍ଷେତ୍ର ପରିଦର୍ଶନ ସହ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ, ଧାନ ସଂରକ୍ଷଣ ଏବଂ…

ସବ ଜୁନିୟର ମହିଳା ହକି: ରାଉରକେଲା ସ୍ପୋର୍ଟ୍ସ ହଷ୍ଟେଲ ଚାମ୍ପିୟନ

ରାଉରକେଲା: ରାଜ୍ୟସ୍ତରୀୟ ସବ ଜୁନିୟର ମହିଳା ହକି ଚାମ୍ପିୟନଶିପରେ ରାଉରକେଲା ସ୍ପୋଟ୍ସ ହଷ୍ଟେଲ ଚାମ୍ପିୟନ ହୋଇଛି । ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ରାଉରକେଲା ସ୍ପୋର୍ଟ୍ସ ହଷ୍ଟେଲ ଓ ସୁନ୍ଦରଗଡ ମଧ୍ୟରେ ଅନୁଷ୍ଠିତ ଫାଇନାଲ ମ୍ୟାଚ ବେଶ ରୋମାଂଚକର ହୋଇଥିଲା । ନିର୍ଦ୍ଧାରିତ ସମୟରେ କେହି…

ଉଛୁଳୁଛି ହୀରାକୁଦ ଜଳଭଣ୍ଡାର, କ୍ରାଷ୍ଟ ଗେଟ୍ ଦେଇ ଲିକ୍ ହେଉଛି ପାଣି

ସମ୍ବଲପୁର: ଲିକ୍ ହେଉଛି ପାଣି । ଉଛୁଳୁଛି ହୀରାକୁଦ। ହୀରାକୁଦର କ୍ରାଷ୍ଟ ଗେଟ୍ ଦେଇ ପାଣି ଲିକ୍‌ ହେଉଥିବା ନେଇ ସୂଚନା ମିଳିଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୩୦ଫୁଟ ଥିବା ବେଳେ ସମସ୍ତ ଗେଟ୍ ବନ୍ଦ ରଖିଛନ୍ତି ହୀରାକୁଦ କତ୍ତୃପକ୍ଷ । ସେପଟେ ଉପରମୁଣ୍ଡରୁ ୪୧ ହଜାର କ୍ୟୁସେକ୍…

ମହିଳା ଟି୨୦ ବିଶ୍ୱକପ : ଦଶନ୍ଧି ପରେ ବାଂଲାଦେଶ ହାସଲ କଲା ବିଜୟ

ଶାରଜା: ଟି୨୦ ମହିଳା ବିଶ୍ୱକପର ପ୍ରଥମ ମ୍ୟାଚରେ ସ୍କଟଲାଣ୍ଡକୁ ୧୬ ରନରେ ହରାଇ ବାଂଲାଦେଶ ତାର ବିଜୟ ଅଭିଯାନ ଆରମ୍ଭ କରିଛି । ବାଂଲାଦେଶ ମହିଳା ଟିମ ଟିମ ପ୍ରାୟ ଦଶନ୍ଧି ପରେ ବିଶ୍ୱକପରେ ବିଜୟ ହାସଲ କରିଛି । ଏହି ଐତିହାସିକ ବିଜୟ ପରେ ଖେଳାଳିମାନେ ଭାବପ୍ରବଣ ହୋଇ ପଡିଥିଲେ । ଏଥର ଟି୨୦…

ବାବା ଧବଳେଶ୍ବରଙ୍କ ପୀଠରେ କାର୍ତ୍ତିକ ବ୍ରତ ଏବଂ ବଡଓଷା ପାଇଁ ପ୍ରସ୍ତୁତି ଆରମ୍ଭ

କଟକ: କଟକ ଜିଲ୍ଲାର ପ୍ରସିଦ୍ଧ ଶୈବ ପୀଠ ବାବା ଧବଳେଶ୍ଵର ପୀଠରେ ଚଳିତ କର୍ତ୍ତିକ ମାସ ପୂଜା ପାଇଁ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଯାଇଛି । ଚଳିତମାସ ୧୮ ତାରିଖରୁ କାର୍ତ୍ତିକ ବ୍ରତ ଆରମ୍ଭ ହେଉଛି । ଏହା ଏକ ମାସ ଧରି ଚାଲିବାକୁ ଥିବା ବେଳେ ଭକ୍ତଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିବ । ଏହାକୁ…

ତେଲେଙ୍ଗାନା ମନ୍ତ୍ରୀଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କଲେ ନାଗାର୍ଜୁନ

ଚେନ୍ନାଇ: ସାଉଥ୍ ସୁପରଷ୍ଟାର ନାଗା ଚେତନ୍ୟ ଓ ସାମନ୍ଥାଙ୍କ ବିବାହ ବିଚ୍ଛେଦକୁ ନେଇ ତେଲେଙ୍ଗାନା ମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ବିବାଦ ଲାଗି ରହିଛି। ଏହା ମଧ୍ୟରେ ନାଗା ଚେତନ୍ୟଙ୍କ ବାପା ନାଗାର୍ଜୁନ ଆକ୍କିନେନି ତେଲେଙ୍ଗାନା ମନ୍ତ୍ରୀ ତଥା କଂଗ୍ରେସ ନେତା କୋଣ୍ଡା ସୁରେଖାଙ୍କ…