‘ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିସ୍ତାର ନାହିଁ’
ପୁରୀ: ଶ୍ରୀମନ୍ଦିର ଲୁହା କଡ଼େଇ ଅବଢ଼ା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ, ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ କଠୋର ପଦକ୍ଷେପ ନିଆଯିବ ।
ଆଇନ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଏହି ମାମଲାର ଏବେ ବି ସମୀକ୍ଷା ଚାଲିଛି ।…