ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ: ସ୍ଥିତି ମଜଭୁତ କଲା ଭାରତ
କାନପୁର: ଏଠାରେ ଖେଳାଯାଇଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଭାରତ ୭ ୱିକେଟରେ ବାଂଲାଦେଶକୁ ପରାସ୍ତ କରିଛି । ଭାରତ ୨-୦ରେ ସିରିଜ ବିଜୟୀ ହୋଇଛି । ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପରେ ଭାରତ ଏଥିସହ ନିଜ ସ୍ଥିତି ଆହୁରି ମଜଭୁତ କରିଛି । ଟିମ ଇଣ୍ଡିଆ ଶୀର୍ଷ ସ୍ଥାନ ବଜାୟ ରଖିଥିବା ବେଳେ…