Latest Odisha News

BREAKING NEWS

Yearly Archives

2024

ପରିବେଶବିତ ସୋନମ ୱାଙ୍ଗଚୁକ୍ ଅଟକ: ଦିଲ୍ଲୀ ପୋଲିସ ଉପରେ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ: ପ୍ରଖ୍ୟାତ ପରିବେଶବିତ ସୋନମ ୱାଙ୍ଗଚୁକ୍ ଅଟକ। ସୋନମ ୱାଙ୍ଗଚୁକ୍ ପରିବେଶ ଓ ସାମ୍ବିଧାନିକ ଅଧିକାର ପାଇଁ ଶାନ୍ତିପୂର୍ଣ୍ଣ ଭାବେ ପଦଯାତ୍ରା କରିଥିବା ଶତାଧିକ ଲଦାଖବାସୀଙ୍କୁ ଅଟକ ରଖିଛି ପୋଲିସ। ଦିଲ୍ଲୀ ପୋଲିସ ସିଂଘୁ ସୀମାରେ ୱାଙ୍ଗଚୁକ ଏବଂ ତାଙ୍କର ଶହ ଶହ ସମର୍ଥକଙ୍କୁ ଅଟକ…

ଓଡିଆ ଅଭିନେତାଙ୍କୁ ଅପହରଣ କରିପାରନ୍ତି ମାଓବାଦୀ! ସତର୍କ ଜାରି..

ବଲାଙ୍ଗୀର: ଅପହରଣ ହୋଇପାରନ୍ତି ଓଡିଆ ଫିଲ୍ମର ଅଭିନେତା । ସତର୍କ କରାଇଲା ଓଡିଶା ପୋଲିସର ଗୁଇନ୍ଦା ବିଭାଗ । ବଲାଙ୍ଗୀର ଖପ୍ରାଖୋଲ ଅଞ୍ଚଳରେ ଏବେ କୌଣସି ଓଡିଆ ଫିଲ୍ମର ସୁଟିଂ ଚାଲିଥିବା ସୂଚନା ମିଳିଥିବା ବେଳେ ସେମାନଙ୍କ ମଧ୍ୟରୁ ମୁଖ୍ୟ ଷ୍ଟାରଙ୍କୁ ମାଓବାଦୀ ମାନେ ଅପହରଣ କରିବା ପାଇଁ…

ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲିଠୁ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁଙ୍କ ସହିତ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ରାଜ୍ୟକୁ କିପରି ଅଧିକ ନିବେଶ ଆସିବ…

ସୁଧୁରୁଛି ଧାମନଗର: ଗ୍ରାଉଣ୍ଡରେ ସ୍ଥିତି ପରଖିଲେ ପୋଲିସ୍ ଡିଜି

ଭଦ୍ରକ: ଭଦ୍ରକ ଧାମନଗରରେ ଗ୍ରାଉଣ୍ଡ ସ୍ଥିତି ପରଖିଛନ୍ତି ପୋଲିସ ଡିଜି ୱାଇ.ବି ଖୁରାନିଆ। ବରିଷ୍ଠ ଅଧିକାରୀଙ୍କ ସହ ଧାମନଗର ଥାନାରେ ଡିଜିପିଙ୍କ ସ୍ବତନ୍ତ୍ର ବୈଠକ କରିଛନ୍ତି। ଜିଲ୍ଲାରେ କିଭଳି ଶାନ୍ତି ଫେରାଇ ଆଣି ହେବ ସେ ବିଷୟରେ ବୈଠକ ଆଲୋଚନା କରିଥିବା ସୂଚନା ମିଳିଛି। ପୂର୍ବାଞ୍ଚଳ…

ଅକ୍ଟୋବର ୫ରେ ମିଳିବ ପିଏମ୍ କିଷାନ୍ ଟଙ୍କା

ଭୁବନେଶ୍ବର: ଆସନ୍ତା ଅକ୍ଟୋବର ୫ ତାରିଖରେ ଚାଷୀଙ୍କ ଖାତାକୁ ଚଢିବ ପିଏମ କିଷାନ୍ ଟଙ୍କା । ପାଖାପାଖି ୯ କୋଟି ୫୦ ଲକ୍ଷ ଚାଷୀଙ୍କ ଖାତାକୁ ଯିବ ୨୦ ହଜାର ଟଙ୍କା । ପିଏମ୍ କିଷାନର ୧୮ ତମ କିସ୍ତିରେ ମହାରାଷ୍ଟ୍ରରୁ ସିଧା ଚାଷୀଙ୍କ କାତାକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ମୋଦି ।…

ଗ୍ରାହକଙ୍କୁ ଝଟକା: ପୁଣି ବଢ଼ିଲା ଏଲପିଜି ଗ୍ୟାସ୍‌ ଦର

ନୂଆଦିଲ୍ଲୀ: ଗ୍ରାହକଙ୍କୁ ଝଟକା। ମାସ ଆରମ୍ଭରୁ ପୁଣି ବଢ଼ିଲା କମର୍ସିଆଲ ଗ୍ୟାସ୍‌ ସିଲିଣ୍ଡର ଦର। ୧୯ କେଜି ସିଲିଣ୍ଡର ଦର ୪୮ ଟଙ୍କା ୫୦ ପଇସା ବଢ଼ିଲା। ଆଜି ଠାରୁ ଦେଶରେ ବର୍ଦ୍ଧିତ ଦର ଲାଗୁ ହୋଇଛି। ତେବେ ତୈଳ କମ୍ପାନୀଗୁଡିକ ୧୪କେଜି ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ…

ଗୁଳି ଫୁଟି ଅଭିନେତା ଗୋବିନ୍ଦା ଆହତ; ହସ୍ପିଟାଲାରେ ଭର୍ତ୍ତି

ମୁମ୍ବାଇ: ଗୁଳି ଫୁଟି ଅଭିନେତା ଗୋବିନ୍ଦା ଆହତ। ଏହି ଗୁଳିଟି ତାଙ୍କ ବନ୍ଧୁକରୁ ବାହାରିଛି। ଆଜି ସକାଳେ ଅଭିନେତା ନିଜର କିଛି କାମ ପାଇଁ ବାହାରକୁ ଯାଉଥିଲେ। ଏହି ସମୟରେ ସେ ନିଜ ବନ୍ଧୁକ ସଫା କଲା ବେଳେ ଗୁଳି ଫୁଟିଥିଲା। ଆଉ ଗୁଳିଟି ବାହାରି ନିଜ ଗୋଡକୁ ବାଜିଛି। ଭୁଲବଶତଃ ଗୋବିନ୍ଦାଙ୍କ…

ଝାଡ଼ଖଣ୍ଡ ନିର୍ବାଚନ: ଓଡ଼ିଶା ରାଜ୍ୟପାଳଙ୍କୁ ନେଇ ଜୋରଦାର ଚର୍ଚ୍ଚା, ଜାଣନ୍ତୁ କାରଣ

ଭୁବନେଶ୍ୱର/ରାଞ୍ଚି: ଆଗକୁ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଆଉ ଏହି ସମୟରେ ସମସ୍ତ ଦଳର ଫକୋସ୍ ଏବେ ଝାଡଖଣ୍ଡ ଉପରେ। ଝାଡ଼ଖଣ୍ଡ ହାତେଇବା ପାଇଁ ବଡ଼ ରଣନୀତି ପ୍ରସ୍ତୁତ କରୁଛି ବିଜେପି। ଏହାରି ଭିତରେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ ଝାଡଖଣ୍ଡରେ ସକ୍ରିୟ ରାଜନୀତିକୁ ଫେରିପାରନ୍ତି ବୋଲି…

ଦାୟିତ୍ୱ ନେଲେ ନୂଆ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ନୂଆ ମୁଖ୍ୟ ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଏୟାର ଚିଫ୍ ମାର୍ଶଲ ଅମର ପ୍ରତ ସିଂହ। ପୂର୍ବରୁ ସେ ବାୟୁସେନାର ଉପମୁଖ୍ୟ ଥିଲେ। ବିଦାୟୀ ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶଲ ଭି.ଆର ଚୌଧୁରୀଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଚୌଧୁରୀ ଦୀର୍ଘ ୩…

ହସ୍ପିଟାଲରେ ଭର୍ତ୍ତି ହେଲେ ରଜନୀକାନ୍ତ, ଫ୍ୟାନ୍ସଙ୍କ ପ୍ରାର୍ଥନା

ଚେନ୍ନାଇ: ହସ୍ପିଟାଲରେ ଭର୍ତ୍ତି ହେଲେ ସାଉଥ ସୁପରଷ୍ଟାର ରଜନୀକାନ୍ତ। ପେଟରେ ଯନ୍ତ୍ରଣା ଅନୁଭବ କରିବାରୁ ଗତକାଲି (ସୋମବାର) ବିଳମ୍ବିତ ରାତିରେ ତାଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଡାକ୍ତରଖାନା ପକ୍ଷରୁ ସୂଚନା…