ନୀତିଶ ନିରବ… ପୁଣି ମାରିବେ କି ପଲଟି?
ନୂଆଦିଲ୍ଲୀ: ପୁଣି ପଲଟି ମାରିବେ କି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର? ସାଧାରଣ ନିର୍ବାଚନ ପୂର୍ବରୁ ହିଁ ଏନଡିଏକୁ ଫେରିଥିଲେ ନୀତିଶ । ପୁଣି ଏନଡିଏକୁ ଝଟକା ଦେବେ କି ନୀତିଶ ? ମହାରାଷ୍ଟ୍ରରେ ଏକନାଥ ସିନ୍ଦେଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ସହ ବିହାର ନେଇ ଅମିତ ଶାହାଙ୍କ ବୟାନର…