ପର୍ଯ୍ୟଟନ ଦିବସ: ‘ପର୍ଯ୍ୟଟନ ମିତ୍ର ଏବଂ ପର୍ଯ୍ୟଟନ ଦିଦି’ କାର୍ଯ୍ୟକ୍ରମର ହେଲା ଶୁଭାରମ୍ଭ
ନୂଆଦିଲ୍ଲୀ: ବିଶ୍ଵ ପର୍ଯ୍ୟଟନ ଦିବସ ଅବସରରେ କେନ୍ଦ୍ର ସରକାରଙ୍କ ଦ୍ଵାରା 'ପର୍ଯ୍ୟଟନ ମିତ୍ର ଏବଂ ପର୍ଯ୍ୟଟନ ଦିଦି’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ସାମାଜିକ ଅନ୍ତର୍ଭୁକ୍ତିକରଣ, ନିଯୁକ୍ତି ଏବଂ ଅର୍ଥନୈତିକ ପ୍ରଗତିର ବାହକ ଭାବରେ ପର୍ଯ୍ୟଟନକୁ ସକ୍ଷମ କରିବା ପାଇଁ…