ସକାଳୁ ଛେଚୁଛି: ଆହୁରି ବର୍ଷା ନେଇ ୩ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି
ଭୁବନେଶ୍ବର: ଏବେ ରାଜ୍ୟରେ ଜାରି ରହିଛି ବର୍ଷାର ବିତ୍ପାତ । ଗତ ଦୁଇ ଦିନ ହେବ ବିନା ଫୁରସତରେ ବର୍ଷୁଛି । ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ବର୍ତ୍ତମାନ ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ଲାଗିରହିଛି ।
ସେପଟେ ଆହୁରି ବର୍ଷିବା ନେଇ ଆଗାମୀ ୩ ଘଣ୍ଟା ପାଇଁ ପ୍ରବଳ ବର୍ଷା…