ଭରତପୁର ଥାନା ମାମଲା: ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍ ଟେଷ୍ଟ
ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା l କୋର୍ଟରେ ହାଜର ହେଲେ ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର l ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ଜେଏମ୍ଏଫ୍ସି କୋର୍ଟର ହାଜର କରିଛି କ୍ରାଇମବ୍ରାଞ୍ଚ । ତେବେ ଦୀନକୃଷ୍ଣଙ୍କ ପଲିଗ୍ରାଫ୍…