ବାଲେଶ୍ବର ବନ୍ୟା କ୍ଷତିଗ୍ରସ୍ତ ମାନଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଚଳିତ ସେପ୍ଟେମ୍ବର ମାସରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ବାଲେଶ୍ବର ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ପାଇଁ ସହାୟତା ଘୋଷଣା କରାଯାଇଛି ।
କ୍ଷତିଗ୍ରସ୍ତ ବାସଗୃହର ତୁରନ୍ତ…