ତିରୁପତି ମନ୍ଦିର ବିବାଦ ନେଇ ଶ୍ରୀମନ୍ଦିରରେ ଛନକା: ଯାଞ୍ଚ ହେବ ଘିଅ!
ପୁରୀ: ତିରୁପତି ଶ୍ରୀ ଭେଙ୍କଟେଶ୍ବର ମନ୍ଦିରରେ ଯେଉଁ ବିବାଦ ଦେଖାଦେଇଛି ତାହା ଏବେ ପୁରା ଦେଶରେ ହଇଚଇ ସୃଷ୍ଟି କରିଛି । ଭକ୍ତଙ୍କ ଆବେଗକୁ ମଧ୍ୟ ଠେସ୍ ପହଞ୍ଚିଛି । ସେପଟେ ଏହାର ପ୍ରଭାବ ମଧ୍ୟ ଦେଶର ସମସ୍ତ ମନ୍ଦିରରେ ଦେଖାଦେଲାଣି । ଏନେଇ ସବୁ ମନ୍ଦିର ପ୍ରଶାସନ ଏନେଇ ସଜାଗ ହେଲେଣି ।…