ଆଳୁ ପରେ ବଢିଲା ପିଆଜ ଦର; ଜାଣନ୍ତୁ ରାଜଧାନୀରେ କେତେ ରହିଛି…
ଭୁବନେଶ୍ୱର: ପୁଣି ରାଜ୍ୟରେ ଉପରମୁହାଁ ହୋଇଛି ପିଆଜ ଦର । ସାରା ରାଜ୍ୟର ବିଭିନ୍ନ ସହରରେ ବଢିଛି ପିଆଜ ଦର । ତେବେ ରାଜଧାନୀ ଭୁବନେଶ୍ୱରରେ ବର୍ତ୍ତମାନ ପିଆଜ ଦର କିଲୋ ପ୍ରତି ୭୦ ଟଙ୍କାରେ ପହଞ୍ଚିଥିବାବେଳେ, କଟକରେ କିଲୋ ପିଛା ୬୦ ଟଙ୍କାରେ ବିକ୍ରି ହେଉଛି ପିଆଜ । ଯାହା ଏବେ ଖାଉଟିଙ୍କ…