ଆସୁଛି ବର୍ଷା, କାନ୍ଦୁଛି ଚାଷୀ: ଆସନ୍ତାକାଲିଠାରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା
ଭୁବନେଶ୍ଵର: ପୁଣି ଆସୁଛି ବର୍ଷା । ଆସନ୍ତାକାଲିଠାରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି। ଦୁଇ ଦିନ ଲାଗି ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପଶ୍ଚିମା ଝଡ ପ୍ରଭାବରେ ବର୍ଷା ସହ ଘନ କୁହୁଡି ଦେଖିବାକୁ ମିଳିବ ବୋଲି ପୂର୍ବାନୁମାନ କରଛି…