Latest Odisha News

BREAKING NEWS

Yearly Archives

2024

ବିଜେଡିର ୬ ଘଣ୍ଟିଆ ବନ୍ଦ ଡାକରା

ଭୁବନେଶ୍ବର: ବନ୍ଦ ଡାକରା ଦେବ ବିଜେଡି । ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାର ପ୍ରତିବାଦ କରି ଆସନ୍ତା ୨୪ ତାରିଖ ଅର୍ଥାତ୍ ମଙ୍ଗଳବାର ୬ ଘଣ୍ଟିଆ ଭୁବନେଶ୍ବର ବନ୍ଦ ଡାକରା ଦେବ ବିଜେଡି । ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ବରିଷ୍ଠ…

ଅନୁରା କୁମାରା ଦିଶାନାୟକେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହେଲେ ଅନୁରା କୁମାରା ଦିଶାନାୟକେ । ନ୍ୟାଶନାଲ ପିପୁଲ ପାଓ୍ବାର(ଏନ୍‌ପିପି) ମେଣ୍ଟର ପ୍ରାର୍ଥୀ ଅନୁରାଙ୍କୁ ମିଳିଛି ୫୬% ଭୋଟ୍‌ । ଦେଶର ୧୦ମ ରାଷ୍ଟ୍ରପତି ନିର୍ବାଚନ ଗତକାଲି ଭୋଟିଂ ହୋଇଥିଲା ଏବଂ ମତଦାନ ଗଣନା ଗତକାଲି ସଂଧ୍ୟା ୫ ସୁଦ୍ଧା ଆରମ୍ଭ…

ପୁଣି ଟ୍ରେନ ଲାଇନଚ୍ୟୁତ ପାଇଁ ବଡ ଷଡଯନ୍ତ୍ର

କାନପୁର: ପୁଣି ବଡ ଦୁର୍ଘଟଣାରୁ ବର୍ତ୍ତିଲା ଆଉ ଏକ ଟ୍ରେନ୍ । ଉତ୍ତରପ୍ରଦେଶ କାନପୁରରେ ପୁଣି ଥରେ ଟ୍ରେନ୍ ଦୁର୍ଘଟଣା ପାଇଁ ରଚାଯାଇଥିଲା ବଡ ଷଡଯନ୍ତ୍ର । କାନପୁର ଦେହାତ ଜିଲ୍ଲାରେ ପେରମ୍ବୁର ଷ୍ଟେସନ ରେଳ ଧାରଣାରୁ ସିଲିଣ୍ଡର ଠାବ ହୋଇଛି । ଯାହାକୁ ଦେଖିବା ପରେ କାନପୁରରୁ ପ୍ରୟାଗରାଜ…

ଗିରଫ ହେଲେ ବାଲେଶ୍ବର ଗ୍ରାମ୍ୟ ନିର୍ମାଣ ମଣ୍ଡଳର ମୁଖ୍ୟଯନ୍ତ୍ରୀ

ଭୁବନେଶ୍ଵର: ଗିରଫ ହେଲେ ବାଲେଶ୍ଵର ଗ୍ରାମ୍ୟ ନିର୍ମାଣ ମଣ୍ଡଳ ମୁଖ୍ୟଯନ୍ତ୍ରୀ ଏନ ଭି ହରିହର ରାଓ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଶନିବାର ଦିନ ହରିହର ରାଓଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଏନଭି ରାଓଙ୍କୁ ଗିରଫ କରିଛି ଭିଜିଲାନ୍ସ ।…

ସୁଭଦ୍ରା ପାଇଁ ଅଙ୍ଗନବାଡି କର୍ମୀଙ୍କୁ ମାଡ: କଥା ହେଲେ ଉପମୁଖ୍ୟମନ୍ତ୍ରୀ

ବାଲେଶ୍ବର: ଆକ୍ରମଣର ଶିକାର ଅଙ୍ଗନବାଡି କର୍ମୀଙ୍କ ସହ କଥା ହେଲେ ଉପମୁଖ୍ୟମନ୍ତ୍ରୀ । ଭଲ ଚିକିତ୍ସା, ସୁରକ୍ଷାର ପ୍ରତିଶୃତି ଦେବା ସହ ଆବଶ୍ୟକ ପଡିଲେ ତାଙ୍କ ସହ ସିଧା କଥା ହେବା ପାଇଁ ଫୋନ ନମ୍ବର ମଧ୍ୟ ଦେଲେ ଉପମୁଖ୍ୟମନ୍ତ୍ରୀ । ତେବେ ସୁଭଦ୍ରା ଯୋଜନାରେ କାମ କରୁଥିବାରୁ ତାଙ୍କ ଉପରେ…

ଲୋକଙ୍କ ସେବା ପାଇଁ ନିଜ ଘର ଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅନନ୍ୟ ଉଦାହରଣ । ଲୋକଙ୍କ ପାଇଁ ନିଜ ଘର ଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦୁଝରସ୍ଥିତ ମଣ୍ଡୁଆ ବାସଭବନକୁ ଜନସାଧାରଣଙ୍କ ହିତ ନିମନ୍ତେ ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ । ଏଣିକି ଅଭିଯୋଗ ପ୍ରକୋଷ୍ଠ ହେବ ମୋହନଙ୍କ ବାସଭବନ । ସପ୍ତାହକୁ ୬…

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ଵର: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ୩ ଦିନ ଧରି ରାଜ୍ୟରେ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି । ସେପଟେ ଆଜି ପାଇଁ ୧୭ ଜିଲ୍ଲାକୁ ବିଜୁଳି…

ଭରତପୁର ଘଟଣାରେ ମେଳି କଲେଣି ପୋଲିସ ସଂଘ, ଆଗକୁ ବଡ଼ ଆନ୍ଦୋଳନ !

ଭୁବନେଶ୍ଵର: ତେଜୁଛି ପୋଲିସ ସେନା ବିବାଦ । ଆଗକୁ ହେବ କି ବଡ଼ ଆନ୍ଦୋଳନ ! ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ତୀବ୍ର ହେବାରେ ଲାଗିଛି ପୋଲିସ-ସେନା ବିବାଦ । ବିବାଦ ପରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜରୁରୀ ବୈଠକ ଡାକିଛି ଓଡ଼ିଶା ପୋଲିସ ସେବା ସଂଘ ।…

ଆମେରିକାରେ ମୋଦୀ-ବାଇଡେନ୍ ଭେଟଘାଟ

ନୂଆଦିଲ୍ଲୀ: ୩ ଦିନିଆ ଆମେରିକା ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଆମେରିକାର ଫିଲାଡେଲ୍‌ଫିଆରେ ପହଞ୍ଚିବା ପରେ ସେଠାରେ ମୋଦୀଙ୍କୁ ସ୍ବାଗତ କରିଥିଲେ ଭାରତୀୟ ବଂଶୋଦ୍‌ଭବମାନେ । ସେଠାରୁ ସିଧାସଳଖ କ୍ବାଡ୍‌ ଶିଖର ସମ୍ମିଳନୀରେ ଯୋଗଇଛନ୍ତି ମୋଦୀ । ବୈଠକରେ ସ୍ବାସ୍ଥ୍ୟ, ଶିକ୍ଷା,…

କିଟରେ ପାଣିପାଗ ଓ ଜଳବାୟୁ ହାକାଥନ ଉଦ୍‍ଯାପିତ

ଭୁବନେଶ୍ୱର: କିଟରେ ପାଣିପାଗ ଓ ଜଳବାୟୁ ହାକାଥନ ଉଦ୍‍ଯାପିତ। ଆମେରିକାର ସିଟି ୟୁନିଭରସିଟି ଅଫ୍‍ ନିଉୟର୍କ (କ୍ୟୁନି) ବିଶ୍ୱବିଦ୍ୟାଳୟ, ହାଇଦ୍ରାବାଦସ୍ଥିତ ଆମେରିକା କନ୍‍ସୁଲ୍‍ ଜେନେରାଲ, ମୁମ୍ବାଇସ୍ଥିତ ଆମେରିକା କନ୍‍ସୁଲ୍‍ ଜେନେରାଲ୍‍, କିଟ୍‍ ଓ କିସ୍‍ ମିଳିତ ଆନୁକୂଲ୍ୟରେ ୧୯ରୁ…