ପଶୁର ଚର୍ବିରୁ ତିଆରି ହେଉଛି କି ତିରୁପତିଙ୍କ ଲଡୁ, ଜାଣନ୍ତୁ କଣ ରହିଛି ଘଟଣା…
ତିରୁପତି: ତିରୁପତି ମନ୍ଦିରରେ ପ୍ରସାଦ ଭାବରେ ଦିଆଯାଉଥିବା ଲଡୁ ରେ ମିଶୁଛି ପଶୁର ଚର୍ବି। ଏଭଳି ଅଭିଯୋଗ ଲଗାଇଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ। ଏହି ମନ୍ତବ୍ୟ ଆନ୍ଧ୍ରପ୍ରଦେଶରେ ରାଜନୈତିକ ଝଡ଼ ସୃଷ୍ଟି ହୋଇଛି।
ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ…