Latest Odisha News
Yearly Archives

2024

ପୁଣି ଲାଇନ୍‌ଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌, ଟ୍ରାକ୍‌ରୁ ଖସିଲା ୨୫ ବଗି

ମଥୁରା: ପୁଣି ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ। ଉତ୍ତରପ୍ରଦେଶ ମଥରୁରାରେ ହେଲା ଲାଇନ୍‌ଚ୍ୟୁତ। ଟ୍ରେନ୍‌ର ୨୫ଟି ବଗି ଟ୍ରାକ୍‌ରୁ ଖସି ଯାଇଥିବା ଜଣାଯାଇଛି। ଏଥିରେ କେହି ମୃତାହତ ହୋଇ ନଥିବା ସୂଚନା ମିଳିଛି। ବୃନ୍ଦାବନ ନିକଟରେ ଏହି ଅଘଟଣ ଘଟିଛି। ଗତ କିଛି ଦିନ ହେବ ଦେଶର ବିଭିନ୍ନ…

ପୁଣି ଲଜ୍ଜା! କରମା ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣ ଦୁଷ୍କର୍ମ

ସୁନ୍ଦରଗଡ଼: ସୁନ୍ଦରଗଡ଼ କୁତ୍ରା ଥାନା ଅଞ୍ଚଳରେ ଲଜ୍ଜା। କରମା ପୂଜା ଦେଖିବାକୁ ଆସିଥିବା ବେଳେ ଜଣେ ଯୁବତୀଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ୩ ଜଣ ସଂପୃକ୍ତ ଥିବା କୁତ୍ରା ଥାନାରେ ଅଭିଯୋଗ ହୋଇଛି। ତେବେ ଏହି ୩ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣ ନାବାଳକ ଥିବା…

ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ମିଳିବ ପରିଚୟପତ୍ର, ଲାଗୁ ହେବ ସ୍ୱତନ୍ତ୍ର ଡ୍ରେସ୍ କୋଡ୍: ଜାରି ହେଲା ଗାଇଡଲାଇନ୍

ଭୁବନେଶ୍ୱର: ଏଣିକି ସବୁ ମେଡିକାଲ ଶିକ୍ଷାନୁଷ୍ଠାନ ଚାରିପାଖରେ ପାଚେରି ରହିବ। ସବୁ କର୍ମଚାରୀଙ୍କ ପାଇଁ ପରିଚୟପତ୍ର ଓ ସ୍ୱତନ୍ତ୍ର ଡ୍ରେସ୍ କୋଡ୍ ରହିବ। ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଲୋକଙ୍କ ସୁରକ୍ଷା ନେଇ ଜାରି ହେଲା ଗାଇଡଲାଇନ୍। ଡାକ୍ତର, ଛାତ୍ରଛାତ୍ରୀ ଓ ସ୍ୱାସ୍ଥ୍ୟ ସେବା…

ଖରସ୍ରୋତା ନଦୀକୁ ଡେଇଁ ଯୁବତୀ ନିଖୋଜ

ଯାଜପୁର: ଖରସ୍ରୋତା ସେତୁରୁ ନଦୀକୁ ଡେଇଁ ପଡ଼ିଲେ ମହିଳା। ସେତୁ ଉପରେ ସ୍କୁଟି, ମୋବାଇଲ୍ ଓ ଚପଲ ରଖି ଡେଇଁ ପଡ଼ି ନିଖୋଜ ଅଛନ୍ତି ଯୁବତୀ। ସଦର ଥାନା ବରୁହାଁ ନିକଟ ସେତୁରୁ ନଦୀକୁ ଡେଇଁ ପଡ଼ିଥିବା ସୂଚନା ମିଳିଛି। ନିଖୋଜ ମହିଳା ଶ୍ରୀବନ୍ତପପୁର ଅଂଚଳର ମନ୍ଦାକିନୀ ସାମଲ ବୋଲି ଜଣାପଡିଛି।…

ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, ୨୨ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ପ୍ରଭାବରେ ଆସନ୍ତା ୨୨ ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗରେ ୨୨ରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି। ଫଳରେ ୨୪…

ମୋହନ ସରକାରକୁ ପୂରିଲା ୧୦୦ ଦିନ, ଜନତାଙ୍କ ଆଗରେ ରିପୋର୍ଟ କାର୍ଡ ରଖିବେ ସରକାର

ଭୁବନେଶ୍ୱର: ମୋହନ ସରକାରକୁ ପୂରିଲା ୧୦୦ ଦିନ। ଏହି ଅବସରରେ ଜନତାଙ୍କ ଆଗରେ ରିପୋର୍ଟ କାର୍ଡ ରଖିବେ ସରକାର। ବିଜେପି ସରକାରଙ୍କ ୧୦୦ ଦିନର ସଫଳତା ନେଇ ଗୁରୁବାର ଶରଧାବାଲିରେ ହେବାକୁ ଯାଉଛି ବିଶାଳ ସମାବେଶ ଓ ପ୍ରଦର୍ଶନୀ। ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହ ସମାବେଶକୁ ସମ୍ବୋଧିତ…

ବାଲେଶ୍ୱର ବନ୍ୟାସ୍ଥିତି ଗମ୍ଭୀର, ନଦୀକୂଳରେ ରାତି କାଟିଲେ ବିପନ୍ନ

ବାଲେଶ୍ୱର: ଉପରମୁଣ୍ଡରେ ଲଗାଣବର୍ଷା ପ୍ରଭାବରେ ରାଜ୍ୟର ୪ଟି ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବାଲେଶ୍ୱର ଜିଲ୍ଲାରେ ସର୍ବାଧିକ କ୍ଷତି ହୋଇଛି। ପାଣି ଘେରରେ ଭୋଗରାଇ ବ୍ଲକର ୪୦ ଗାଁ। କୁସୁଡା-ଗବଗା ରାସ୍ତାରେ ଚାଲିଲା ୪ ଫୁଟ୍‌ର ବନ୍ୟା ପାଣି। ଏବେ ୧୦.୮୦ ମିଟରରେ ପ୍ରବାହିତ…

ବରିଷ୍ଠ ସାମ୍ବାଦିକ ଅଜିତ କୁମାର ଦାଶଙ୍କ ମାତୃ ବିୟୋଗ

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ତଥା ନନ୍ଦିଘୋଷ ଟିଭିର ଇନପୁଟ ଏଡିଟର ଅଜିତ କୁମାର ଦାଶଙ୍କ ମାଆ ପ୍ରିୟମ୍ବଦା ଦାଶଙ୍କ ୭୨ ବର୍ଷ ବୟସରେ ଦେହାନ୍ତ ହୋଇଛି। ସୂଚନା ଅନୁଯାୟୀ, ଅସୁସ୍ଥତା କାରଣରୁ ସେ କିଛିଦିନ ଧରି ପ୍ରଦ୍ୟୁମ୍ନ ବଳ ମେମୋରିଆଲ ହସ୍ପିଟାଲ (କିମ୍ସ)ରେ ଚିକିତ୍ସାଧୀନ ରହିଥିଲେ।…

ବାଲେଶ୍ବରର ୫ ବ୍ଲକ ବନ୍ୟା ପ୍ରଭାବିତ: ଏସଆରସି

ଭୁବନେଶ୍ଵର: ରାଜ୍ୟରେ ବନ୍ୟା ସମସ୍ୟା ନେଇ ଏସଆରସିଙ୍କ ସୂଚନା । ବାଲେଶ୍ବରରେ ସୁବର୍ଣ୍ଣରେଖା ଓ ଜଳକା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ତେବେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିଲେ ବି ଜଳସ୍ତର କମିବାରେ ଲାଗିଛି । ବାଲିଆପାଳ, ବସ୍ତା ଓ ଭୋଗରାଇର ତଳିଆ ଅଞ୍ଚଳରେ ପାଣି ପଶିଛି ।…

ଉତ୍କଳ ବିଶ୍ଵବିଦ୍ୟାଳୟ ଛାତ୍ରୀ ଅସଦାଚରଣ ଘଟଣା; ଆସୋସିଏଟ ପ୍ରଫେସର ନିଲମ୍ବିତ, ରିପୋର୍ଟ ମାଗିଲେ କୁଳାଧିପତି

ଭୁବନେଶ୍ଵର: ଉତ୍କଳ ବିଶ୍ବବିଦ୍ୟାଳୟ ଘଟଣାକୁ ନେଇ ରିପୋର୍ଟ ମାଗିଲେ କୁଳାଧିପତି । ବିଶ୍ଵବିଦ୍ୟାଳୟରେ ଜଣେ ପିଜି ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ନେଇ ଅଭିଯୋଗ ହୋଇଥିଲା । ଉକ୍ତ ଘଟଣା ସମ୍ବନ୍ଧିତ ତଥ୍ୟ, କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ରିପୋର୍ଟ ମାଗିଛନ୍ତି ବିଶ୍ବବିଦ୍ୟାଳୟ…