ଆସନ୍ତା ୩ ଘଣ୍ଟା ପାଇଁ ଟୁଇନ୍ ସିଟିକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ଟୁଇନ ସିଟି ଭୁବନେଶ୍ବର ଓ କଟକ ପାଇଁ ୟେଲୋ ୱାର୍ଣ୍ଣିଂ l ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ l ଟୁଇନ୍ ସିଟି ସମେତ ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀକୁ ମଧ୍ୟ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ l…