Latest Odisha News

BREAKING NEWS

Yearly Archives

2024

ଗଣେଶ ଭସାଣିରେ ଅଘଟଣ: ବୁଡିଗଲେ ୪ ଛାତ୍ର, ୨ ନିଖୋଜ

ବାରିପଦା: ବାରିପଦାରେ ବଡ ଅଘଟଣ । ଗଣେଶ ମୂର୍ତ୍ତି ଭସାଣି ବେଳେ ବୁଡ଼ିଗଲେ ୪ ଛାତ୍ର । ସେମାନଙ୍କ ମଧ୍ୟରୁ ତୁରନ୍ତ ସ୍ଥାନୀୟ ଲୋକେ ଦୁଇ ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଆଉ ୨ ଜଣ ନିଖୋଜ ଅଛନ୍ତି । ବାରିପଦା ଲକ୍ଷ୍ମୀପୋଷି ଦେଇ ଯାଇଥିବା ସୁବର୍ଣ୍ଣରେଖା ନଦୀରେ ଗଣେଶ ଭସାଣି ଦେଖିବାକୁ…

ଓଡିଶା ସନ୍ତରଣକାରୀ ଜିତିଲେ ପ୍ରଥମ ଜାତୀୟ ସ୍ୱର୍ଣ୍ଣ

ଭୁବନେଶ୍ୱର: ମାଙ୍ଗାଲୋରରେ ଅନୁଷ୍ଠିତ ଜାତୀୟ ସନ୍ତରଣ ପ୍ରତିଯୋଗିତାରେ ଓଡିଶାର ମହିଳା ଟିମ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ସନ୍ତରଣରେ ଓଡିଶାର ଏହା ପ୍ରଥମ ଜାତୀୟସ୍ତରର ସ୍ୱର୍ଣ୍ଣ ପଦକ । ୪ ଗୁଣନ ୧୦୦ ରିଲେରେ ପ୍ରତ୍ୟୁଷା ରାୟ, ମନ୍ନତ ମିଶ୍ର, ସୃଷ୍ଟି ଉପାଧ୍ୟାୟ ଓ ସୋନିଆ ପଟେଲକୁ…

ମହୋଦଧିରେ ଖୋଲିବନି ମଦ କୁଡିଆ: ପଛ ଘୁଞ୍ଚା ଦେଲେ ସରକାର

ପୁରୀ: ଆଉ ମହୋଦଧିରେ ଖୋଲିବନି ମଦ କୁଡିଆ । ବିରୋଧ ଓ ବିକ୍ଷୋଭ ପରେ ଏବେ ପଛ ଘୁଞ୍ଚା ଦେଇଛନ୍ତି ରାଜ୍ୟ ସରକାର । ଅବକାରୀ ନୀତିରେ ପରିବର୍ତ୍ତନ ଆଣି ପୁରୀ ବେଳା ଭୂମିରେ ମଦ କୁଡିଆ ଖୋଲିବ ନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ପୁରୀ ପୌରାଞ୍ଚଳରେ ମଧ୍ୟ ମଦ କ୍ୟାବିନ୍‌…

୧୮ରେ ଏଏସଆଇ ଦ୍ବାରା ଯାଞ୍ଚ ହେବ ରତ୍ନଭଣ୍ଡାର

ପୁରୀ: ଆସନ୍ତା ୧୮ ତାରିଖ ପୁଣି ରତ୍ନ ଭଣ୍ଡାର ଯାଞ୍ଚ ହେବ । ଏଥିପାଇଁ ନୀତି ନିର୍ଘଣ୍ଟ ହୋଇସାରିଛି । ଆସନ୍ତା ୧୮ ତାରିଖରେ ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ରତ୍ନଭଣ୍ଡାର ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହେବ । ଏନେଇ ସୂଚନା ଦେଇଛନ୍ତି ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ…

ସୃଷ୍ଟି ହେଲା ଲଘୁଚାପ: ଆହୁରି ୩ ଦିନ ବର୍ଷିବ, ୧୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ପୁଣି ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ତୁହାକୁ ତୁହା ବର୍ଷା ଜାରି ରହିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର…

ଜେଲ୍‌ରୁ ବାହାରିବେ ଅରବିନ୍ଦ କେଜ୍ରିୱାଲ, ମିଳିଲା ଜାମିନ୍‌

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ୱସ୍ତି। ଖୁବଶୀଘ୍ର ଜେଲରୁ ବାହାରିବେ କେଜ୍ରିୱାଲ। ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଜାମିନ୍‌। ସିବିଆଇ ପଞ୍ଜୀକୃତ ମାମଲାରେ ସୁପ୍ରିମକୋର୍ଟରୁ ସର୍ତ୍ତମୂଳକ ଜାମିନ୍‌ ପ୍ରଦାନ…

ଭୁବନେଶ୍ୱର ବିମାନବନ୍ଦରରୁ ୨୦ କେଜି ସୁନା ଜବତ, ୧୭ ବ୍ୟବସାୟୀ ଅଟକ

ଭୁବନେଶ୍ୱର: ପୁଣି ଭୁବନେଶ୍ବର ବିମାନବନ୍ଦରରୁ ୨୦ କେଜି ସୁନା ଜବତ କଲା ସିଟି ଜିଏସଟି (CT GST)। ୧୭ ବ୍ୟବସାୟୀଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି। ରିପୋର୍ଟ ଅନୁଯାୟୀ, ସିଟି ଏବଂ ଜିଏସ୍ଟି ବିଭାଗ ମୁମ୍ବାଇରୁ ଇଣ୍ଡିଗୋ ବିମାନରେ ଯାତ୍ରା କରୁଥିବା ୧୭ ଜଣ ବ୍ୟବସାୟୀଙ୍କୁ ସନ୍ଦେହରେ ଅଟକ…

ଶ୍ରୀମନ୍ଦିରରେ ଲୁହା କଡ଼େଇରେ ରୋଷେଇ ପ୍ରସଙ୍ଗ: ୭ ଦିନରେ ରିପୋର୍ଟ ମାଗିଲେ ମୁଖ୍ୟ ପ୍ରଶାସକ

ପୁରୀ: ଶ୍ରୀମନ୍ଦିରରେ ଲୁହା କଡେଇରେ ରୋଷେଇ କରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ତୁରନ୍ତ ଲୁହା କଡ଼େଇ ଜବତ କରିବା ସହ ୭ ଦିନରେ କାର୍ଯ୍ୟକାରିତା ରିପୋର୍ଟ ଦେବାକୁ ସୁଆର ମହାସୁଆର, ରୋଷପାଇକ ନିଯୋଗ, ରୋଷ ଅମିନଙ୍କୁ…

କାହିଁକି ହାରିସଙ୍କ ସହ ବିତର୍କରେ ଭାଗ ନେବିନି ଟ୍ରମ୍ପ ?

ୱାଶିଂଟନ: ମାତ୍ର ୮ ସପ୍ତାହ ପରେ ହେବାକୁ ଯାଉଛି ଆମେରିକା ନିର୍ବାଚନ। ଉଭୟ ଦଳର ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପରମ୍ପରା ଅନୁଯାୟୀ ଉଭୟ ରାଷ୍ଟ୍ରପତି ପ୍ରାର୍ଥୀ କମଳା ହାରିସ ଓ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ମହାବିତର୍କ ଗତ ମଙ୍ଗଳବାର ଶେଷ ହୋଇଛି। ଏହାପରେ ଆଉ ଏକ ରାଉଣ୍ଡ…

ବାର୍ଡ ଫ୍ଲୁ: ୩ ମାସ ଯାଏଁ କୁକୁଡ଼ା ଚାଷ ଉପରେ ପ୍ରଶାସନର କଟକଣା

ପୁରୀ: ପୁରୀ ଜିଲ୍ଲାରେ ଏବେ ବି ବାର୍ଡ ଫ୍ଲୁ ଆତଙ୍କ ଜାରି ରହିଛି। ତେଣୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡ଼ା ଚାଷ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୩ ମାସ ଯାଏଁ କୁକୁଡ଼ା ଚାଷ ଉପରେ ପୁରୀ ପ୍ରଶାସନର କଟକଣା ଜାରି ହୋଇଛି। ପିପିଲି, ଡେଲାଙ୍ଗ, ନିମାପଡ଼ା, ସତ୍ୟବାଦୀରେ କୁକୁଡ଼ା ଚାଷ…