ଆରପାରିରେ ସୀତାରାମ ୟେଚୁରୀ
ନୂଆଦିଲ୍ଲୀ: ଆଉ ନାହାନ୍ତି ବରିଷ୍ଠ ସିପିଆଇଏମ୍ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ସୀତାରାମ ୟେଚୁରୀ । ଗୁରୁବାର ଦିଲ୍ଲୀ ଏମ୍ସରେ ସେ ତାଙ୍କର ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ନିମୋନିଆରେ ପୀଡିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି ।
ମୃତ୍ୟୁ ବେଳକୁ…