ଉପରମୁହାଁ ଡେଙ୍ଗୁ, ଡରାଇଲାଣି ସ୍କ୍ରବ୍ ଟାଇଫସ୍, ମଙ୍କିପକ୍ସ
ଭୁବନେଶ୍ବର: ରାଜ୍ୟରେ ଥମିବାର ନାଁ ନେଉନି ଡେଙ୍ଗୁ । ଏଯାବତ ୫ ହଜାର ଟପିଲାଣି । ସେପଟେ ମୁଣ୍ଡ ଟେକିଲାଣି ମଙ୍କିପକ୍ସ ଆଉ ସ୍କ୍ରବ ଟାଇଫସ୍ । ଯାହା ଏବେ ଚିନ୍ତାର କାରଣ ହୋଇଥିବା ବେଳେ ମଙ୍କିପକ୍ସ ଓ ବାର୍ଡଫ୍ଲୁ ନେଇ ସୂଚନା ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ।
ମିଳିଥିବା ସୂଚନା…