ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ
ଭଞ୍ଜନଗର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି ।
ତେବେ ପ୍ରସନ୍ନ କୁମାରଙ୍କ ବିରୋଧରେ ଗତ କିଛି ଦିନ ହେବ…