Latest Odisha News

BREAKING NEWS

Yearly Archives

2024

ଆସନ୍ତୁ ଜାଣିବା ଭାରତ କିପରି କାଟିବ ଡବ୍ଲ୍ୟୁଟିସି ଫାଇନାଲ ଟିକେଟ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମ ଘରୋଇ ପରିବେଶରେ ବାଂଲାଦେଶ ବିପକ୍ଷରେ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ । ପ୍ରଥମ ଟେଷ୍ଟ ପାଇଁ ଭାରତୀୟ ଦଳର ଘୋଷଣା କରାଯାଇ ସାରିଛି । ୱାର୍ଲ୍ଡ ଟେଷ୍ଟ ସିରିଜ ଫାଇନାଲରେ ପ୍ରବେଶ ନିମନ୍ତେ ଭାରତ ପାଇଁ ଏହି ସିରିଜ ଗୁରୁତ୍ୱପୂର୍ଣ୍ଣ । ରୋହିତ ଶର୍ମା…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମାଲକାନଗିରି, ସଜାଗ ପ୍ରଶାସନ

ମାଲକାନଗିରି: ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ମାଲକାନଗିରି ଜିଲ୍ଲା । ରାସ୍ତା ଉପରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ରାସ୍ତାଘାଟ ବନ୍ଦ ରହିଛି । ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ବର୍ତ୍ତମାନ ସୁଦ୍ଧା ବନ୍ୟା ପ୍ରଭାବିତ ଅଞ୍ଚଳରୁ ୧୬୨ ଜଣଙ୍କୁ ଉଦ୍ଧାର କରିଛନ୍ତି ଓଡ୍ରାଫ…

ସମ୍ବଲପୁର ରେଳ ଷ୍ଟେସନ ଠାରେ ପ୍ରମୁଖ ୟାର୍ଡ଼ ପ୍ରାଙ୍ଗଣ ପୁନଃନିର୍ମାଣ କାର୍ଯ୍ୟ ଜାରି

ଭୁବନେଶ୍ୱର: ସମ୍ବଲପୁର ରେଳ ଷ୍ଟେସନରେ ଗୁରୁତ୍ୱପୂର୍ଣ୍ଣ ୟାର୍ଡ଼ ପୁନଃନିର୍ମାଣ କାର୍ଯ୍ୟ ବର୍ତମାନ ଚାଲୁ ରହିଛି । ପୂର୍ବତଟ ରେଳପଥ ରେଳ ନେଟୱର୍କର ଏକ ପ୍ରମୁଖ ହବ୍ ଏହି ଗୁରୁତ୍ୱପୂର୍ଣ୍ଣ ଷ୍ଟେସନରେ କାର୍ଯ୍ୟକ୍ଷମ ଦକ୍ଷତା ବୃଦ୍ଧି ଏବଂ ଟ୍ରେନ୍ ପରିଚାଳନାରେ ଉନ୍ନତି ଆଣିବାକୁ ଏହି ପ୍ରକଳ୍ପ…

ଚାମ୍ପିୟନ୍ସ ଟ୍ରଫି କ୍ରିକେଟ: ବାଦ ପଡିଲେ ୨ ବିଶ୍ୱବିଜେତା ଟିମ

ଦୁବାଇ: ଚାମ୍ପିୟନ୍ସ ଟ୍ରଫି ୨୦୨୫ର ପ୍ରସ୍ତୁତି ଜୋରସୋରରେ ଆରମ୍ଭ ହୋଇଯାଇଛି । ପାକିସ୍ତାନ ଏହାର ଆୟୋଜକ ରହିଛି । ଚାମ୍ପିୟନ୍ସ ଟ୍ରଫିରେ ଓଭରାଲ ୮ଟି ଟିମ ଅଂଶଗ୍ରହଣ କରିବେ । ଏଥର ୨ ବିଶ୍ୱବିଜେତା ଟିମ ଏଥିପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଛନ୍ତି । ୱେଷ୍ଟଇଣ୍ଡିଜ ଓ ଶ୍ରୀଲଙ୍କା ୬ଟି…

ରାଜଧାନୀରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣାଧୀନ

ଭୁବନେଶ୍ୱର: ଭୁବନେଶ୍ୱରରେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ନେଇ ମଙ୍ଗଳବାର ଦିନ କହିଛନ୍ତି ମେୟର ସୁଲୋଚାନା ଦାସ। ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯଦିଓ ଡେଙ୍ଗୁ ସଂଖ୍ୟା ଅଧିକ ରହିଛି ତେବେ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। ରାଜ୍ୟର ସମସ୍ତ ପ୍ରମୁଖ ଡାକ୍ତରଖାନା…

ବାର୍ଡ ଫ୍ଲୁ ଆତଙ୍କ: କ୍ବାରେଣ୍ଟିନରେ ୫ କୁକୁଡ଼ା ଚାଷୀ

କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଡେରାବିଶରେ ବାର୍ଡ ଫ୍ଲୁ'କୁ ନେଇ ପ୍ରଶାସନର ତତ୍ପରତା । ୫ କୁକୁଡ଼ା ଚାଷୀଙ୍କ ସ୍ବାବ ନମୁନା ସଂଗ୍ରହ କଲା ସ୍ବାସ୍ଥ୍ୟ ବିଭାଗ । ସ୍ବାବ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଲା ବିଭାଗ । ରିପୋର୍ଟ ନଆସିବା ପର୍ଯ୍ୟନ୍ତ ହୋମ୍ କ୍ବାରେଣ୍ଟିନରେ ରହିବେ ୫…

ଶାରଦୀୟ ନବରାତ୍ରୀ କେବେଠୁ ଆରମ୍ଭ? ଜାଣନ୍ତୁ ଘଟ ସ୍ଥାପନାର ଶୁଭ ମୁହୁର୍ତ୍ତ..

ଭୁବନେଶ୍ବର: ଶରତ ଋତୁର ଆଶ୍ବିନ ମାସରେ ସର୍ବମଙ୍ଗଳ କାମନା କରି ଧରାପୃଷ୍ଠ କୁ ଓହ୍ଲାଇଥାନ୍ତି ଜଗତଜନନୀ ମା’ ଦୁର୍ଗା । ଆଶ୍ବିନ ଶୁକ୍ଲପକ୍ଷ ପ୍ରତିପଦା ଠାରୁ ଦଶମୀ ପର୍ଯ୍ୟନ୍ତ ଶାରଦୀୟ ଦଶହରାରେ ଉତ୍ସବମୁଖର ହୋଇପଡ଼େ ସମଗ୍ର ଭାରତବର୍ଷ । ତେବେ ଚୈତ୍ର ଶୁକ୍ଲପକ୍ଷ ପ୍ରତିପଦା ଠାରୁ ନବମୀ…

୧୫ରୁ ଓଡ଼ିଶାରେ ଚାଲିବ ୩ ନୂଆ ବନ୍ଦେ ଭାରତ ଟ୍ରେନ 

ଭୁବନେଶ୍ୱର: ଓଡ଼ିଶାରେ ଚାଲିବ ୩ ନୂଆ ବନ୍ଦେ ଭାରତ ଟ୍ରେନ। ଏଥିପାଇଁ ପୂର୍ବତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ରେ ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ…

ଉତ୍କଳ ସାହିତ୍ୟ ସମାଜ ସମ୍ମାନ: କଥାଶିଳ୍ପୀ ଶାନ୍ତନୁ ଆଚାର୍ଯ୍ୟଙ୍କୁ ‘ଉକଳ ରତ୍ନ’

କଟକ: ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ବିଶିଷ୍ଟ କଥାକାର ଶାନ୍ତନୁ କୁମାର ଆଚାର୍ଯ୍ୟଙ୍କୁ ଚଳିତବର୍ଷ ଅନୁଷ୍ଠାନର ସର୍ବୋଚ୍ଚ ସମ୍ମାନ ‘ଉତ୍କଳ ରତ୍ନ’ ପ୍ରଦାନ କରାଯିବ। ବିଚାରକମାନଙ୍କ ଚୂଡ଼ାନ୍ତ ରାୟ ଅନୁଷ୍ଠାନର ସଭାପତି ଡ. ଗୋବିନ୍ଦ ଚନ୍ଦ୍ର ଚାନ୍ଦଙ୍କ ସଭାପତିତ୍ଵରେ ଅନୁଷ୍ଠିତ…

ଦୁଲୀପ ଟ୍ରଫି: ଦ୍ୱିତୀୟ ରାଉଣ୍ଡ ପାଇଁ ଘୋଷଣା ହେଲା ଟିମ

ନୂଆଦିଲ୍ଲୀ: ଦୁଲୀପ ଟ୍ରଫି ୨୦୨୪ ଖେଳୁଥିବା ଟିମଗୁଡିକ ମଧ୍ୟରୁ କେତେଜଣ ଖେଳାଳି ବାଂଲାଦେଶ ବିପକ୍ଷ ସିରିଜ ପାଇଁ ଭାରତୀୟ ଦଳରେ ସ୍ଥାନ ପାଇଛନ୍ତି । ଫଳରେ ଦ୍ୱିତୀୟ ରାଉଣ୍ଡ ପାଇଁ ମଙ୍ଗଳବାର ୪ଟି ଟିମରେ କେତେକ ପରିବର୍ତନ କରାଯାଇଛି । ୧୨ ସେପ୍ଟମ୍ବରରୁ ଅନନ୍ତପୁରରେ ଏହି ପର୍ଯ୍ୟାୟର…