୫୬ ଇଞ୍ଚ ଛାତି ଏବେ ଇତିହାସ ! ଆମେରିକାରେ ବିଜେପି ଉପରେ ବର୍ଷିଲେ ରାହୁଲ
ନୂଆଦିଲ୍ଲୀ: ଲୋକସଭାର ବିରୋଧୀ ଦଳର ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ବର୍ତ୍ତମାନ ଆମେରିକା ଗସ୍ତରେ ଅଛନ୍ତି। ରାହୁଲ ଗାନ୍ଧୀ ଆମେରିକାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେପି ଓ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆର୍ଏସ୍ଏସ୍)କୁ କଡ଼ା ସମାଲୋଚନା କରିଛନ୍ତି। ଟେକ୍ସାସରେ…