ବିଜେପି ନେତାଙ୍କୁ ମିଳିଲା ହତ୍ୟା ଧମକ
ଦଶପଲ୍ଲା: ବିଜେପି ନେତାଙ୍କୁ ମିଳିଲା ହତ୍ୟା ଧମକ। ବିଜେପି ନେତା ରାଘବ ମଲ୍ଲିକଙ୍କୁ ହତ୍ୟା ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ରାଘବ ବନିଗୋଛା ଥାନାରେ ଅଭିଯୋଗ କରିଛନ୍ତି। ବିଜେଡିର ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ତାଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୋଗ କରିଛନ୍ତି ରାଘବ ମଲ୍ଲିକ।
ତାଙ୍କ…