ଭୟାବହ ଅଗ୍ନିକାଣ୍ଡ; ୮ ବଖରା ଘର ଜଳିପୋଡ଼ି ପାଉଁଶ
କେନ୍ଦ୍ରାପଡ଼ା: ରାଜକନିକା ଥାନା ଅନ୍ତର୍ଗତ କାଟଣା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ୪ଟି ପରିବାରର ୮ ବଖରା ଚାଳ ଛପର ଘର ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏଥିସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ଛାରଖାର ହୋଇଯାଇଛି।
ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଆଖି ପିଛୁଳାକେ ସମସ୍ତ ବଖରା…