Latest Odisha News

BREAKING NEWS

Yearly Archives

2024

୧୨ ବର୍ଷ ହେଲା ଦିନକୁ ଅଧଘଣ୍ଟା ଶୋଉଛନ୍ତି ଏହି ବ୍ୟବସାୟୀ

ଜଣେ ସାଧାରଣ ବ୍ୟକ୍ତି ଦିନକୁ କେତେ ଘଣ୍ଟା ଶୁଅନ୍ତି ? ଏହାର ଉତ୍ତର ଆମେ ୫ ଘଣ୍ଟା, ୬ ଘଣ୍ଟା, ୭ ଘଣ୍ଟା ବା ୮ ଘଣ୍ଟା ବୋଲି କହୁ। ଆଉ ଆମ ଶରୀର ସୁସ୍ଥ ରହିବା ପାଇଁ ଅତିକମରେ ୬ ଘଣ୍ଟାର ନିଦ ଆବଶ୍ୟକ। କିନ୍ତୁ ଜାପାନର ଜଣେ ବ୍ୟକ୍ତି ବିଗତ ୧୨ ବର୍ଷ ହେଲା ପୂରା ଦିନରେ ମାତ୍ର ୩୦ ମିନିଟ୍…

କାହିଁକି ନିଜକୁ ଗୁଳି କରି ଆତ୍ମହତ୍ୟା କଲେ ଜବାନ? ତଦନ୍ତ କରୁଛି ପୋଲିସ

ରାୟପୁର: ଜଣେ ଯବାନ ନିଜକୁ ଗୁଳି କରି କଲେ ଆତ୍ମହତ୍ୟା । ଏଭଳି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲାର ନକ୍ସଲ ପ୍ରବଳ ଅଞ୍ଚଳ କୋସରୋଡା କ୍ୟାମ୍ପରେ । ମୃତ ଯବାନ ଜଣକ ହେଲେ ରାକେଶ କୁମାର (୩୧) । ସେ ୩୩ ବାଟାଲିୟନର ଯବାନ ଥିଲେ । ତେବେ ସେ ନିଜ ମୁଣ୍ଡକୁ ନିଜ…

ୟୁପି ନକଲି ନୋଟ୍ ନେଟଓ୍ବର୍କର ଓଡିଶା ଲିଙ୍କ

ନୂଆଦିଲ୍ଲୀ: ମଦ୍ରାସାରେ ଜାଲ୍ ନୋଟ୍ ଫ୍ୟାକ୍ଟ୍ରି! ୟୁପିରେ ନକଲି ନୋଟ୍ କାରବାରର ଓଡିଶା ଲିଙ୍କ । ଭଦ୍ରକର ଜାହିର ଖାନ୍ ନେଟଓ୍ବର୍କର ମାଷ୍ଟରମାଇଣ୍ଡ । ଆରଏସଏସ ବିରୋଧରେ ବି ବିଷ ଭରିବାକୁ ପ୍ଲାନ୍ ! ଉତ୍ତରପ୍ରଦେଶର ପ୍ରୟାଗରାଜ ଅତ୍ତରସୁଇୟାର ଏକ ମଦ୍ରାସାରେ ଚାଞ୍ଚଲ୍ୟକର ଖୁଲାସା। ମଦ୍ରାସା…

କଳିଙ୍ଗ ପୁରସ୍କାର ବନ୍ଦକୁ ନେଇ ବିଜେଡି-ବିଜେପି କଥା କଟାକଟି

ଭୁବନେଶ୍ୱର: କଳିଙ୍ଗ ପୁରସ୍କାର ବନ୍ଦକୁ ନେଇ ଗୃହରେ ବିଜେଡି-ବିଜେପି କଥା କଟାକଟି l କଳିଙ୍ଗ ପୁରସ୍କାରକୁ ଓଡ଼ିଆ ଅସ୍ମିତା ସହ ଯୋଡ଼ିଲେ ବିଜେଡି ବିଧାୟକ l କାହିଁକି କେନ୍ଦ୍ର ପୁରସ୍କାର ବନ୍ଦ କଲା ବୋଲି ପଚାରିଲେ ୨ ବିଜେଡି ବିଧାୟକ l ଏହାର ଉତ୍ତରରେ ନିଜ ପୁରସ୍କାର କଥା ପ୍ରଥମେ ଚିନ୍ତା…

ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ସୁରକ୍ଷା ବୃଦ୍ଧି କରାଯିବାକୁ ନେଇ ନିଷ୍ପତ୍ତି

ପୁରୀ: ଦୀର୍ଘ ୪୬ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇ ଜୁଲାଇ ୧୪ ତାରିଖରେ ଖୋଲିଥିଲା ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ଭିତର ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ରତ୍ନ ଅଳଙ୍କାରକୁ ସ୍ଥାନାନ୍ତର କରାଯାଇ ଶ୍ରୀମନ୍ଦିର ଭିତରେ ଥିବା ଖଟଶେଯ ଗୃହରେ ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମ କରାଯାଇ ରତ୍ନ ଅଳଙ୍କାରକୁ…

ଆଉ ପିନ୍ଧିବାକୁ ପଡ଼ିବନି ଚଷମା, ଭାରତରେ ଆଇ ଡ୍ରପ୍‌କୁ ମିଳିଲା ଅନୁମତି

ମୁମ୍ବାଇ: ଆଜିକାଲି ପ୍ରାୟ ସମସ୍ତେ ଚଷମା ବ୍ୟବହାର କରନ୍ତି। ଦୂରଦୃଷ୍ଟି କାରଣରୁ ହେଉ କିମ୍ବା ଚକ୍ଷୁଜନୀତ ଯେକୌଣସି ସମସ୍ୟା, ସମସ୍ତେ ଚଷମା ଉପରେ ନିର୍ଭରଶୀଳ। ବୟସ ଅଧିକ ହେବା ପରେ ପଢ଼ାପଢ଼ିରେ ସମସ୍ୟାର ସମ୍ମୁଖୀନ ହୁଅନ୍ତି ଲୋକେ। ପଢ଼ିବା ପାଇଁ ରିଡିଂ ଗ୍ଲାସ ବା ଚଷମା ବ୍ୟବହାର କରିବାକୁ…

ଗୃହରେ ଉଠିଲା ବିଧାୟକମାନଙ୍କ ପେନସନ ବୃଦ୍ଧି ଦାବି

ଭୁବନେଶ୍ୱର: ଗୃହରେ ଉଠିଲା ବିଧାୟକମାନଙ୍କ ପେନସନ ବୃଦ୍ଧି ପ୍ରସଙ୍ଗ। ସ୍ୱର ମିଳାଇଲେ କଂଗ୍ରେସ ଓ ବିଜେଡି। ବିଧାୟକ ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପାଇଁ ଆଜି ଗୃହରେ ପ୍ରଶ୍ନକାଳ ଚାଲିଥିବା ବେଳେ ଦାବି ରଖିଥିଲେ ବିଧାୟକ। ଏଥିପାଇଁ ବିଧାୟକ ତାରା ବାହିନୀ ପତି, ସନାତନ ବିଜୁଳି ଓ…

କଂଗ୍ରେସରୁ ନିର୍ବାଚନ ଲଢିବେ କି ଭିନେଶ ଓ ବଜରଙ୍ଗ

ନୂଆଦିଲ୍ଲୀ: କୁସ୍ତି ଖେଳାଳି ଭିନେଶ ଫୋଗଟ ଏବଂ ବଜରଙ୍ଗ ପୁନିଆ ଲୋକସଭାରେ ବିରୋଧୀଦଳର ନେତା ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ରାହୁଲଙ୍କ ସହ ଦୁହିଁଙ୍କ ଫଟୋ ମଧ୍ଯ ଭାଇରାଲ ହେବାରେ ଲାଗିଛି। ଯାହା ପରେ ଯେ ଭିନେଶ ଫୋଗଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଟିକେଟରୁ ହରିୟାଣା ବିଧାନସଭା…

ନବୀନ ସରକାରଙ୍କ ବ୍ୟାଗ୍ ବଣ୍ଟନ: ବିଧାନସଭାରେ ଆସିଲା ଆଖି ଖୋସିଦେଲା ଭଳି ତଥ୍ୟ

ଭୁବନେଶ୍ୱର: ପୂର୍ବ ସରକାରଙ୍କ ବ୍ୟାଗ୍ ବଣ୍ଟନ ଯୋଜନା। କେବଳ ବ୍ୟାଗ୍ ବାଣ୍ଟିବାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଖର୍ଚ୍ଚ ହୋଇଛି ୨୪୭ କୋଟିରୁ ଅଧିକ ଟଙ୍କା । ଏଭଳି କିଛି ଆଖି ଖୋସି ଦେଲା ଭଳି ତଥ୍ୟ ଆଜି ବିଧାନସଭାରେ ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ବିଧାୟକ…

ମହାନଦୀକୁ ଡେଇଁ ଜୀବନ ହାରିଲେ ଯୁବକ, ଜଣେ ମୃତ ଓ ଅନ୍ୟଜଣେ ନିଖୋଜ

କଟକ: କଟକର ମହାନଦୀ ନଦୀକୁ ଯୁବକ ଡେଇଁବା ଘଟଣା। ବୁଧବାର ଦିନ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଅଗ୍ନିଶମ ବିଭାଗର କର୍ମଚାରୀମାନେ ସକାଳେ କଟକସ୍ଥିତ ଜଗତପୁର-କେନ୍ଦ୍ରାପଡା କେନାଲରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଥିଲେ। ତେବେ ସେ ମଙ୍ଗଳବାର…