କଟକରେ ହିଁ ରହିବ ଅବକାରୀ କମିଶନର ଅଫିସ: ଅବକାରୀ କମିଶନର
କଟକ: କଟକରେ ହିଁ ରହିବ ଅବକାରୀ କମିଶନର ଅଫିସ । ଭୁବନେଶ୍ବର ସ୍ଥାନାନ୍ତର ହେବା ଏକ ଗୁଜବ ମାତ୍ର । ସ୍ଥାନାନ୍ତର ହେବାର କୌଣସି ପ୍ରସ୍ତାବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଅବକାରୀ କମିଶନର ନରସିଂହ ଭୋଳ ।
ଅବକାରୀ କମିଶନର ନରସିଂହ ଭୋଳ କହିଛନ୍ତି ଯେ, କଟକରେ ଅବକାରୀ କମିଶନର ଅଫିସ ଅଛି,…