ପୁଅର ଜୀବନ ନେଇଥିବା ଜହ୍ଲାଦ ବାପାକୁ ଆଜୀବନ କାରାଦଣ୍ଡ
ଭୁବନେଶ୍ୱର: ପୁତ୍ର ହନ୍ତା ବାପାକୁ ଆଜୀବନ କାରାଦଣ୍ଡାଦେଶ । ଅଭିଯୁକ୍ତ ଦାଶରଥୀ ଟୁଡୁଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜି ଏହି ଦଣ୍ଡାଦେଶ ଶୁଣାଇଲେ ଭୁବନେଶ୍ବର ଏଡିଜେ ୨ କୋର୍ଟ ।
୫ ବର୍ଷ ପୂର୍ବେ ଅର୍ଥାତ୍ ୨୦୧୯ ମସିହା ମାର୍ଚ୍ଚ ୧୧ ତାରିଖରେ ଅଭିଯୁକ୍ତ ଦାସରଥୀ ଟୁଡୁ ନିଜ ପୁଅକୁ ହତ୍ୟା…