Latest Odisha News

BREAKING NEWS

Yearly Archives

2024

ରାଜ୍ୟରେ ଚିହ୍ନଟ ହେବେ ବାଂଲାଦେଶୀ ଅନୁପ୍ରବେଶକାରୀ

ଭୁବନେଶ୍ୱର: ରାଜ୍ୟରେ ବାଂଲାଦେଶୀଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ । ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୂଚନା ଅନୁଯାୟୀ, ବିଧାନସଭାରେ ବିଧାୟକ ଭାସ୍କର ମଢ଼େଇଙ୍କ ପ୍ରଶ୍ନରେ ଉତ୍ତର ରଖି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ…

ଆତଙ୍କବାଦୀଙ୍କ ପରିଚୟ ଗୋପନ ରଖି ବିବାଦରେ ୱେବ ସିରିଜ୍, ଫସିଯିବ ନେଟଫ୍ଲିକ୍ସ!  

ମୁମ୍ବାଇ: ଓଟିଟି ପ୍ଲାଟଫର୍ମରେ ୱେବ ସିରିଜ୍‌କୁ ନେଇ ବିବାଦ । ନେଟଫ୍ଲିକ୍ସରେ ରିଲିଜ୍ ହୋଇଥିବା ସିରିଜ୍ ଆଇସି ୮୧୪ ଦର୍ଶକ ଓ ସମାଲୋଚକଙ୍କ ଦ୍ୱାରା ଉଚ୍ଚ ପ୍ରଶଂସିତ ହୋଇଛି । କିନ୍ତୁ ଅନେକ ଅନୁଭବ ସିହ୍ନା ନିର୍ଦ୍ଦେଶିତ ଆଇସି ୮୧୪ ନେଇ ଆପତ୍ତି ମଧ୍ୟ ଉଠାଇଛନ୍ତି । ବିବାଦରେ ଏବେ ଭାରତ…

ଆସନ୍ତା ୧୪ରେ ଖୋର୍ଦ୍ଧା ଜିଲ୍ଲାରେ ହେବ ରାଷ୍ଟ୍ରୀୟ ଲୋକଅଦାଲତ

ଭୁବନେଶ୍ୱର: ଜାତୀୟ ଆଇନ ସେବା ପ୍ରାଧିକରଣ ଓ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ସେପ୍ଟେମ୍ବର ୧୪ ତାରିଖରେ ଖୋର୍ଦ୍ଧା ଜିଲ୍ଲାରେ ହେବ ରାଷ୍ଟ୍ରୀୟ ଲୋକଅଦାଲତ । ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସର ଯଥା-ଭୁବନେଶ୍ୱର, ଖୋର୍ଦ୍ଧା, ବାଣପୁର, ଚିଲିକା, ଜଟଣୀ,…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷରେ ୧୦୦ ହତ୍ୟା

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁରେ ଗତ ୨୪ ବର୍ଷରେ ୧୦୦ଜଣଙ୍କୁ ହତ୍ୟା କରାଯାଇଛି । ଆଜି ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୨୪ ବର୍ଷରେ…

୩ ଟିଭି ଚ୍ୟାନେଲକୁ ବୟକଟ କଲା ଟିଏମସି

କୋଲକାତା: ୩ ଟିଭି ଚ୍ୟାନେଲକୁ ବୟକଟ କଲା ଟିଏମସି। ବର୍ତ୍ତମାନ ଏହି ତିନିଟି ଟିଭି ନ୍ୟୁଜ ଚ୍ୟାନେଲକୁ ଦଳୀୟ ମୁଖପାତ୍ର ପଠାଇବ ନାହିଁ ଟିଏମସି। ଚ୍ୟାନେଲ ଗୁଡିକ ହେଲା- ଏବିପି ଆନନ୍ଦ, ରିପବ୍ଲିକ ଏବଂ ଟିଭି ୯। ଚ୍ୟାନେଲ ଗୁଡ଼ିକ ବଙ୍ଗଳା ବିରୋଧୀ ଏଜେଣ୍ଡାର ପ୍ରଚାର ପ୍ରସାର କରୁଥିବା ନେଇ…

‘ଡିସେମ୍ବର ସୁଦ୍ଧା ସବୁ ଗାଁରେ ପହଞ୍ଚିବ ମୋବାଇଲ ନେଟୱାର୍କ’

ଭୁବନେଶ୍ବର: ଆଉ ମୋବାଇଲ ନେଟଓ୍ବାର୍କର ଅସୁବିଧା ଭୋଗିବେନି ଓଡିଶାବାସୀ । ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ଗାଁରେ ପହଞ୍ଚିବ ନେଟୱର୍କ ସେବା । ତେବେ ୫ଜି ନେଟଓ୍ବର୍କ ସମୟରେ ରାଜ୍ୟର ମୋଟ ୩ ହଜାର ୫ ଶହ ୧୦ଟି ଗାଁରେ ନାହିଁ ମୋବାଇଲ ନେଟ୍‌ୱର୍କ । ଖାଲି ସେତିକି ନୁହଁ, କେବଳ ଅବିଭକ୍ତ…

୩ ବର୍ଷରେ ଇଚ୍ଛାମୃତ୍ୟୁରେ ଗଲାଣି ୧୭ ହଜାରରୁ ଅଧିକ ଜୀବନ

ଭୁବନେଶ୍ବର: ବଢିଚାଲିଛି ଇଚ୍ଛାମୃତ୍ୟୁର ହାର । ସେ ଦେଶ ହେଉକି ରାଜ୍ୟ ସବୁଠି ପ୍ରତିଦିନ ଆତ୍ମହତ୍ୟା ଖବର ସାମ୍ନାକୁ ଆସୁଛି । ଯେଉଁଥିରେ ସବୁଠୁ ବେଶୀ ଅଛନ୍ତି ଯୁବବର୍ଗ । ଯାହାକୁ ନେଇ ଆଜି ବିଧାନସଭାରେ ବିଧାୟକ ଧ୍ରୁବ ସାହୁଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ତର ରଖି…

ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଶକ୍ତିକାନ୍ତ ଦାସ। ଚାରି ଦିନିଆ ଓଡିଶା ଗସ୍ତ ଅବସରରେ ଆଜି ସେ ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଇ ଖୁବ୍ ଭାବିବିହ୍ଵଳ ହୋଇଛନ୍ତି । ଶ୍ରୀମନ୍ଦିର…

ସେନା କ୍ୟାମ୍ପ ଉପରେ ଗୁଳିମାଡ଼, ଜଣେ ଯବାନ ଆହତ

ଶ୍ରୀନଗର: ଜମ୍ମୁର ସଞ୍ଜୱାନ ମିଲିଟାରୀ ଷ୍ଟେସନ ଉପରେ ଆତଙ୍କବାଦୀମାନେ ସୋମବାର ଦିନ ଗୁଳିମାଡ଼ କରିଛନ୍ତି। ଏହି ଆକ୍ରମଣରେ ଜଣେ ଯବାନ ଆହତ ହୋଇଛନ୍ତି। ଏନେଇ ପ୍ରତିରକ୍ଷା ଅଧିକାରୀମାନେ ସୂଚନା ଦେଇଛନ୍ତି। ତାଙ୍କ କହିବାନୁଯାୟୀ, ଜମ୍ମୁର ସଞ୍ଜୱାନ ମିଲିଟାରୀ ଷ୍ଟେସନରେ ଆତଙ୍କବାଦୀ ମାନେ…

ପାରାଦୀପରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ପାରାଦୀପ: ପାରଦୀପ ବାଉରିଆ ପାଳନ୍ଦା ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ। ହୋଇଛି। ମାଲବାହୀ ଟ୍ରେନର ଦୁଇଟି ବଗି ଲାଇନଚ୍ୟୁତ ହୋଇଛି। ଗୋଟିଏ ବଗି ଟ୍ରାକ୍ ବାହାରକୁ ଓଲଟି ପଡିଥିବାବେଳେ ଅନ୍ୟଟି ଟ୍ରାକରୁ ଖସିପଡିଛି। ଟ୍ରେନଟି ଲାଇନଚ୍ୟୁତ ହେବା ଯୋଗୁଁ କୌଣସି କ୍ଷୟକ୍ଷତି ହୋଇନଥିବା…