ଇଂଲଣ୍ଡ ପାଇଁ ଇତିହାସ ରଚିଲେ ଜୋ ରୁଟ
ଲଣ୍ଡନ: ଇଂଲଣ୍ଡର ଷ୍ଟାର ବ୍ୟାଟ୍ସମ୍ୟାନ ଜୋ ରୁଟ ନିଜ ନାମରେ ଆଉ ଏକ କୀର୍ତିମାନ ଯୋଡିଛନ୍ତି । ସେ ଇଂଲଣ୍ଡ ପକ୍ଷରୁ ଆନ୍ତର୍ଜାତୀୟ ଟେଷ୍ଟରେ ସର୍ବାଧିକ ଶତକ ହାସଲ କରିବା ଗୌରବ ଅର୍ଜନ କରିଛନ୍ତି । ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟ ଅବସରରେ ସେ ତାଙ୍କ କ୍ୟାରିୟରର ୩୩ତମ ଶତକ ହାସଲ କରିଥିଲେ…