ପରିତ୍ୟକ୍ତ ଘରୁ ନାବାଳିକାର ମୃତଦେହ ଉଦ୍ଧାର, ଦୁଷ୍କର୍ମ ଓ ହତ୍ୟା ହୋଇଥିବା ଅଭିଯୋଗ
ବାଲେଶ୍ବର: ପରିତ୍ୟକ୍ତ ଘରୁ ନାବାଳିକାର ମୃତଦେହ ଉଦ୍ଧାର। ରେମୁଣା ଥାନା ଅଞ୍ଚଳର ଏକ ପରିତ୍ୟକ୍ତ ଘରୁ ଗଳିତ ମୃତଦେହ ଉଦ୍ଧାର ହୋଇଛି। ୩ ଦିନ ତଳୁ ନିଖୋଜ ଥିଲେ ୯ମ ଶ୍ରେଣୀର ଛାତ୍ରୀ। ଦୁଷ୍କର୍ମ ପରେ ହତ୍ୟା ହୋଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ।
ସୂଚନା ଅନୁସାରେ ତିନିଦିନ ହେଲା…