ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଭୟଭୀତ ଥିବା କହିଲେ ରାଷ୍ଟ୍ରପତି
କୋଲକାତା: କୋଲକାତାର ଆର.ଜି କର ମେଡିକାଲ କଲେଜରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ବିକ୍ଷୋଭ ଜାରି ରହିଛି। ଏବେ ବର୍ବରତାକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିକ୍ରିୟା ରଖିଛନ୍ତି।
ଏହି ଘଟଣାରେ ଉଦବେଗ ପ୍ରକାଶ କରିବା ସହିତ ସେ ନିରାଶ ଓ ଭୟଭୀତ ଥିବା…