ଦ୍ରୁତତମ ପଣ୍ୟ ବୋଝେଇ ଓ ପରିବହନ କ୍ଷେତ୍ରରେ ନୂତନ ମାନଦଣ୍ଡ ହାସଲ କଲା ପୂର୍ବତଟ ରେଳପଥ
ଭୁବନେଶ୍ୱର: ୨୦୨୪-୨୫ ଆର୍ଥିକ ବର୍ଷର ୨୬ ଅଗଷ୍ଟ ପର୍ଯ୍ୟନ୍ତ ମାତ୍ର ୧୪୮ ଦିନ ମଧ୍ୟରେ ପୂର୍ବତଟ ରେଳପଥ ପଣ୍ୟ ପରିବହନ କ୍ଷେତ୍ରରେ ୧୦୦.୫୭ ନିୟୁତ ଟନ୍ ପଣ୍ୟ ବୋଝେଇ କରି ଏକ ନୂତନ ମାନଦଣ୍ଡ ହାସଲ କରିବା ସହିତ ପଣ୍ୟ ପରିବହନରେ ଦ୍ରୁତତମ ବୋଝେଇ ହାସଲ କରିଛି । ଗତ ଆର୍ଥିକ ବର୍ଷରେ ଏହି ରେଳପଥ…